Posted inଫୁରସତ

ଜୀବନରେ ‘ରିଫ୍ରେଶ’ ରହିବା ଜରୁରୀ

ପ୍ରତିବର୍ଷ ଜୁଲାଇ ମାସର ଚତୁର୍ଥ ଗୁରୁବାର ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରାଯାଏ। ଏହି ଦିନ ଲୋକମାନେ ଥଣ୍ଡା ଲେମ୍ବୁ, ବରଫଯୁକ୍ତ ଚା’, କୋଲ୍ଡ ପାନୀୟ, ସ୍ମୁଥ, ମକଟେଲ ଏବଂ ଅନ୍ୟାନ୍ୟ ଥଣ୍ଡା ପାନୀୟ ପିଇ ନିଜ ବ୍ୟସ୍ତବହୁଳ ଜୀବନରୁ ସାମାନ୍ୟ ବିରତି ନେଇଥାନ୍ତି।
ଆମେରିକାର ବର୍ଲିଂଟନରେ ଅବସ୍ଥିତ ଆମେରିକୀୟ ବିୟର କମ୍ପାନୀ ଟ୍ରାଭେଲର ବିୟର ୨୦୧୫ ପ୍ରତିବର୍ଷ ଜୁଲାଇର ଚତୁର୍ଥ ଗୁରୁବାର ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା। ସେହି ଦିନଠାରୁ ଉତ୍ତର ଗୋଲାର୍ଦ୍ଧରେ ରହୁଥିବା ଲୋକମାନେ ପ୍ରତିବର୍ଷ ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରନ୍ତି। ଯେହେତୁ ବର୍ଷର ଏହି ସମୟରେ ସେହି ଅଞ୍ଚଳରେ ତାପମାତ୍ରା ବଢେ, ଏହାକୁ ଦୃଷ୍ଟିରେ ରଖି ଏହି ଦିବସ ପାଳନ କରାଯାଏ। ଟ୍ରାଭେଲର ବିୟର ଆଉ ବ୍ୟବସାୟ କରୁନାହିଁ, କିନ୍ତୁ ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପ୍ରତିଷ୍ଠା କରି ବିଶ୍ୱରେ ଏହାର ଅବଦାନ ଇତିହାସରେ ଲେଖିଦେଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?