Posted inଜାତୀୟ

ଟଳିଲା ବଡ ବିପଦ, ପଣ୍ଡ ହେଲା ବଡ ଆତଙ୍କବାଦୀ ଆକ୍ରମଣ ଯୋଜନା

ନୂଆଦିଲ୍ଲୀ,୨୫।୧: ଜମ୍ମୁ-କଶ୍ମୀରର ପୁଲୱାମା ଜିଲାର ବାଡିବାଗ-ପାହୁରେ ଏକ ବିସ୍ଫୋରକ ଉପକରଣ ମିଳିଛି। ହେଲେ ବିସ୍ଫୋରଣ ପୂର୍ବରୁ ଏହାକୁ ନିଷ୍କ୍ରିୟ କରାଯାଇଛି । ଭାରତୀୟ ସେନାର ବୋମା ନିଷ୍କ୍ରିୟକାରୀ ସ୍ବାଡ ଏହାକୁ ନିଷ୍କ୍ରିୟ କରିଛି। କୁହାଯାଉଛି ଯେ ଆତଙ୍କବାଦୀମାନେ ଏହାକୁ ଏକ ସ୍ବତନ୍ତ୍ର ସ୍ଥାନରେ ଲଗାଇଥିଲେ। ଏକ ରାସ୍ତା କଡ଼ରୁ ଏହି ମିଳିଛି। ଯେତେବେଳେ ସେନା ଏହି ବିଷୟରେ ସୂଚନା ପାଇଲା, ତୁରନ୍ତ ଏକ ବୋମା ନିଷ୍କ୍ରିୟକାରୀ ଦଳ ପଠାଗଲା। ସେମାନେ ଏହି ବୋମାକୁ ନଷ୍ଟ କରିଛନ୍ତି। ଏହି କାରଣରୁ ଏକ ବଡ଼ ଆତଙ୍କବାଦୀ ଆକ୍ରମଣକୁ ରୋକାଯାଇଥିଲା।
ସୂଚନାଯୋଗ୍ୟ, ପ୍ରାୟ ୪ ବର୍ଷ ପୂର୍ବେ, ୧୪ଫେବୃଆରୀ ୨୦୧୯ରେ, ଏଠାରେ ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଥିଲା।
ରାତି ପ୍ରାୟ ୩ ଟା ବେଳେ ଶ୍ରୀନଗର-ଜମ୍ମୁ ଜାତୀୟ ରାଜପଥରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିପିଆରଏଫ) କନଭେରେ ବିସ୍ଫୋରକ ବୋଝେଇ ଗାଡିରେ ଜୈଶ-ଇ-ମହମ୍ମଦ (ଜେଏମ) ଆତଙ୍କବାଦୀ ଧକ୍କା ଦେଇଥିଲା।
ପାକିସ୍ତାନ ସମର୍ଥିତ ଜୈଶ-ଇ-ମହମ୍ମଦଙ୍କ ଆତ୍ମଘାତୀ ବିସ୍ଫୋରଣ ପୁଲୱାମାରେ ସିଆରପିଏଫ କନଭେନ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ପ୍ରାୟ ୪୦ ସେନା ଶହୀଦ ହୋଇଥିଲେ। ସିଆରପିଏଫ କନଭେନରେ ୭୮ ଟି ବସ ଥିଲା। ଏହି ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବହୁତ ତିକ୍ତତା ଦେଖାଦେଇଥିଲା। ଏହି କନଭେନରେ ପ୍ରାୟ ୨୫୦୦ ସିଆରପିଏଫ ସେନା ଥିଲେ । ସେମାନେ ଜମ୍ମୁରୁ ଶ୍ରୀନଗର ଯାତ୍ରା କରୁଥିଲେ। ଏହି କାର୍ଯ୍ୟ ପାଇଁ ଭାରତ ମାତ୍ର ୧୨ ଦିନ ମଧ୍ୟରେ ଏହାର ପ୍ରତିଶୋଧ ନେଇଥିଲା। ଫେବୃଆରୀ ୨୬ରେ ବାଲାକୋଟ ଏୟାର ଷ୍ଟ୍ରାଇକ କରି ଭାରତ ଜୈଶ-ଇ-ମହମ୍ମଦର ଅନେକ ଆତଙ୍କବାଦୀଙ୍କୁ ନିହତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?