Posted inଫୁରସତ

ବାହାଘରରେ ବିଳମ୍ବ ହେଉଥିଲେ…

କୁହାଯାଏ, ବିବାହ ଭଗବାନଙ୍କ ଦ୍ୱାରା ସ୍ଥିରୀକୃତ ହୋଇଥାଏ ଆଉ ନିର୍ଦ୍ଦିଷ୍ଟ ସମୟ ଆସିଲେ ତାହା ହୁଏ। ତଥାପି ଜଣ ଜଣଙ୍କ କ୍ଷେତ୍ରରେ ବିବାହକୁ ନେଇ ବହୁ ସମସ୍ୟା ଦେଖାଦିଏ। ଏଥିରୁ ମୁକ୍ତି ପାଇବା ପାଇଁ କ’ଣ ସବୁ ବାସ୍ତୁ ଟିପ୍ସ ରହିଛି ଆସନ୍ତୁ ଜାଣିବା…
* କୁଣ୍ଡଳୀରେ ମଙ୍ଗଳ ଦୋଷ ଥିଲେ ବିବାହ ବିଳମ୍ବରେ ହୁଏ। ଏଥିରୁ ମୁକ୍ତି ପାଇଁ ଘରର କବାଟଗୁଡ଼ିକର ରଙ୍ଗ ନାଲି କିମ୍ବା ଗୋଲାପୀ କରିଦେଲେ ଭଲ।
* ସେହିପରି କୁହାଯାଏ, ବିବାହ ଯୋଗ୍ୟ ଯୁବକ ବା ଯୁବତୀଙ୍କ ରୁମ୍‌ରେ କୌଣସି ଭାରୀ ଜିନିଷ କିମ୍ବା ବଡ଼ ସାଇଜ୍‌ର ବାସନକୁ ବନ୍ଦ କରି କି ରଖିଲେ ସେମାନଙ୍କ ବିବାହ ବିଳମ୍ବରେ ହୋଇଥାଏ।
* ତା’ଛଡ଼ା ବିବାହ ଯୋଗ୍ୟ ଯୁବତୀ ଓ ଯୁବକଙ୍କ ଖଟ ତଳେ ଅଳିଆ ଆବର୍ଜନା କିମ୍ବା ଲୁହାର କୌଣସି ଜିନିଷ ରଖିଲେ ସେମାନଙ୍କ ବିବାହରେ ସମସ୍ୟା ମଧ୍ୟ ଦେଖାଦେଇଥାଏ।
* ବାସ୍ତୁଶାସ୍ତ୍ର ଅନୁଯାୟୀ, ବିବାହ ପ୍ରସ୍ତାବ ଦେଖିବାକୁ ଯିବା ସମୟରେ ଯୁବତୀ ଓ ଯୁବକ ଦକ୍ଷିଣ ଦିଗକୁ ମୁହଁ କରି ବସିବା ଠିକ୍‌ ନୁହେଁ। କାରଣ ଏହାଦ୍ୱାରା ମଙ୍ଗଳ କାର୍ଯ୍ୟରେ ବିଘ୍ନ ସୃଷ୍ଟି ହୋଇଥାଏ।
* ଅନ୍ୟପକ୍ଷେ ବିବାହ ଯୋଗ୍ୟ ଯୁବତୀ ଓ ଯୁବକ ଯେତେ ସମ୍ଭବ ଗୋଲାପୀ ରଙ୍ଗର ଜିନିଷ ବ୍ୟବହାର କରିବା ଦରକାର। କାରଣ ଏହି ରଙ୍ଗ ଗୃହସ୍ଥି ଜୀବନ ପାଇଁ ଭଲ ଲକ୍ଷଣ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri