ବିମାନ ବନ୍ଦରରେ ଲାଗିଲା ନିଆଁ, ଇମିଗ୍ରେଶନ ସିଷ୍ଟମ ପ୍ରଭାବିତ

ଲାହୋର,୧୦।୫: ଗୁରୁବାର ପାକିସ୍ତାନର ପଞ୍ଜାବ ପ୍ରଦେଶ ଲାହୋରର ଆଲାମା ଇକବାଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ସମଗ୍ର ଇମିଗ୍ରେସନ ସିଷ୍ଟମକୁ କ୍ଷତି ପହଞ୍ଚାଇଛି ଏବଂ ବିମାନ ଚଳାଚଳକୁ ବାଧା ଦେଇଛି।
ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ (CAA) ଅନୁଯାୟୀ ସର୍ଟ ସର୍କିଟ ଯୋଗୁଁ ଇମିଗ୍ରେସନ କାଉଣ୍ଟର ଛାତରେ ନିଆଁ ଲାଗିଯାଇଥିଲା। ଉଦ୍ଧାରକାରୀ ଦଳର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ଖବର ନାହିଁ। ଇମିଗ୍ରେସନ ଅଞ୍ଚଳରେ ଉପସ୍ଥିତ ଯାତ୍ରୀମାନଙ୍କୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା।
ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ କହିଛି ଯେ ଅଗ୍ନିକାଣ୍ଡ ଯୋଗୁଁ ଆନ୍ତର୍ଜାତୀୟ ତଥା ଘରୋଇ ବିମାନ ଉଡ଼ାଣ ବିଳମ୍ବ ହୋଇଛି। ବିମାନବନ୍ଦର କର୍ମଚାରୀଙ୍କୁ ଏହି କାର୍ଯ୍ୟଟି ମାନୁଆଲୀ କରିବାକୁ ପଡିଲା।
ଇତିମଧ୍ୟରେ ଅଗ୍ନିକାଣ୍ଡ ଘଟଣାର ଅବଗତ ହୋଇ ଗୃହ ମନ୍ତ୍ରଣାଳୟ ବିସ୍ତୃତ ରିପୋର୍ଟ ମାଗି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛି। ଯାତ୍ରୀମାନଙ୍କ ସୁବିଧା ପାଇଁ ଯଥାଶୀଘ୍ର ଇମିଗ୍ରେସନ କାଉଣ୍ଟର ଖୋଲିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri