ଝିଅଙ୍କ ବିବାହ ସମ୍ବନ୍ଧୀୟ ସମସ୍ୟା ହେଉଥିଲେ…..

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯେକୌଣସି ଘରେ ଧନ ସେତେବେଳେ ବଢ଼ିଥାଏ, ଯେତେବେଳେ ଘରେ ରହୁଥିବା ସଦସ୍ୟଙ୍କ ମଧ୍ୟରେ ହସ ଏବଂ ଖୁସିର ବାତାବରଣଥାଏ। ଯେତେବେଳେ ଘରର ସଦସ୍ୟମାନଙ୍କ ସମ୍ପର୍କ ଭଲ ରହେ ସେତେବେଳେ ବ୍ୟବସାୟ କିମ୍ବା ଚାକିରିକୁ ସମ୍ପୂର୍ଣ୍ଣ ଧ୍ୟାନ ଦିଆଯାଇଥାଏ।
ଘରେ ଅସନ୍ତୋଷର ଅନେକ କାରଣ ଥାଇପାରେ। ଯେଉଁଥିରେ ବାସ୍ତୁ ଦୋଷ ମଧ୍ୟ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ଅନେକ ଥର, ଅଜାଣତରେ, ଏପରି ଭୁଲ ହୋଇଯାଏ ଯେଉଁଥିପାଇଁ ପାରିବାରିକ ଜୀବନ ଖରାପ ହେବାକୁ ଲାଗେ। ଘରେ ଥିବା ମତଭେଦ ଏବଂ ବିବାଦ ଦୂର କରିବା ପାଇଁ ଜାଣନ୍ତୁ କିଛି ବାସ୍ତୁ ଟିପ୍ସ।

ମତଭେଦ କିମ୍ବା ଝଗଡାକୁ ଏଡାଇବା ପାଇଁ ଘରେ ଯେକୌଣସି ଦେବତାଙ୍କର ଏକରୁ ଅଧିକ ଫଟୋ ରଖନ୍ତୁ ନାହିଁ । ଏହା ବ୍ୟତୀତ କୌଣସି ଦେବତାଙ୍କର ଚିତ୍ରକୁ ମୁହାଁମୁହିଁ ରଖାଯିବା ଉଚିତ ନୁହେଁ ।
ଘରେ ରାମାୟଣ, ମହାଭାରତ, ଯୁଦ୍ଧ ଏବଂ ପେଚା ଇତ୍ୟାଦିର ଫଟୋ ଲଗାଯିବା ଉଚିତ ନୁହେଁ । ଘର ସର୍ବଦା ଶାନ୍ତ ଏବଂ ସବୁଜ ଚିତ୍ର ସହିତ ସଜାଯିବା ଉଚିତ, ଯାହାଫଳରେ ଘରେ ଶାନ୍ତି ରହିଥାଏ ।
ଉତ୍ତର-ପଶ୍ଚିମ ଦିଗରେ ଝିଅଙ୍କ ରୁମ୍‌ ତିଆରି କରାଯିବା ଉଚିତ୍‌। ଏହା ସେମାନଙ୍କର ପ୍ରକୃତି ଶାନ୍ତ ରଖେ। ଆହୁରି ମଧ୍ୟ, ବିବାହ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଦୂର ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଡୋଜ୍‌ ନେବେ କେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ଟିକାର ପ୍ରଥମ ଡୋଜ୍‌ ନେଇଥିବା ଲୋକଙ୍କ ମଧ୍ୟରେ ଦ୍ୱିତୀୟ...

ଜଳବାୟୁ ପରିବର୍ତ୍ତନ ବନାମ ବିବର୍ତ୍ତନ

”ଗୋଟିଏ ଅଞ୍ଚଳର ହାରାହାରି ଅଥବା ଦୀର୍ଘ ସମୟ ଧରି ଅନୁଭୂତ ପାଣିପାଗ ଅବସ୍ଥାକୁ ଜଳବାୟୁ କୁହାଯାଏ। ଅନ୍ୟପକ୍ଷରେ ବିଶ୍ୱ ତାପମାତ୍ରା, ବୃଷ୍ଟିପାତ, ବାୟୁ ପ୍ରବାହ ଏବଂ...

ସ୍ମାର୍ଟ ରୋବୋ ରୋଗୀଙ୍କ ପାଇଁ ବରଦାନ

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ରୋବଟ୍‌ ବା ରୋବୋର ବ୍ୟବହାର କିଛି ନୂଆ କଥା ନୁହେଁ। ନିକଟରେ ଜାପାନର ବୈଜ୍ଞାନିକମାନେ ଏପରି ଏକ ରୋବୋ ତିଆରି କରିଛନ୍ତି...

ସ୍ବା ସ୍ଥ୍ୟ ସୂ ଚ ନା

ପ୍ରତିଦିନ ବ୍ରେକ୍‌ଫାଷ୍ଟ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ରଭୋଜନ ଠିକ୍‌ ସମୟରେ ଖାଆନ୍ତୁ। ସବୁଜ ପନିପରିବାରୁ ପ୍ରସ୍ତୁତ ଖାଦ୍ୟ ଯେତେ ଅଧିକ ଖାଇବେ ସେତେ ଭଲ। କାରଣ...

ଟେନ୍‌ସନ୍‌ରେ ଥିଲେ…

ଆଜିକାଲିର ବ୍ୟସ୍ତ ଜୀବନଶୈଳୀ ମଧ୍ୟରେ ଅନେକେ ଟେନ୍‌ସନ୍‌ର ବଶବର୍ତ୍ତୀ ହୋଇଥାଆନ୍ତି। ଏହାଦ୍ୱାରା ନିଜର କାର୍ଯ୍ୟ କରିବା କ୍ଷମତା ପ୍ରଭାବିତ ହୋଇଥାଏ। ଯଦି କୌଣସି କଥାକୁ ନେଇ...

ଏମ୍‌. ଆଇ. ହେଲିକପ୍ଟର

ନିକଟରେ ଭାରତର ପୂର୍ବତନ ସେନାଧ୍ୟକ୍ଷ ବିପିନ ରାୱତଙ୍କ ସମେତ ସେନାର କିଛି କର୍ମଚାରୀଙ୍କୁ ନେଇ ଯାଉଥିବା ସେନାର ଏକ ହେଲିକପ୍ଟର ତାମିଲନାଡୁ ନୀଳଗିରିର ଦୁର୍ଗମ ଜଙ୍ଗଲ...

ଗଣ୍ଠି ଯନ୍ତ୍ରଣାର ଘରୋଇ ଉପଚାର

ଶିଶୁ ଜନ୍ମପରେ ଶରୀରରେ କ୍ୟାଲ୍‌ସିଅମ୍‌ ଅଭାବ ହେଉ କିମ୍ବା ଘର ସାଙ୍ଗକୁ ଅଫିସ୍‌ କାମର ଚାପରେ ଅନେକ ମହିଳାଙ୍କଠାରେ ଗଣ୍ଠି ଯନ୍ତ୍ରଣା ଦେଖିବାକୁ ମିଳୁଛି; ଯାହାକୁ...

ଗ୍ୟାଷ୍ଟ୍ରିକ୍‌ ସମସ୍ୟା ଥିଲେ…

ଆଜିକାଲି ଗ୍ୟାଷ୍ଟ୍ରିକ ସମସ୍ୟା ଏକ ସାଧାରଣ କଥା ପାଲଟି ଗଲାଣି। ଅସନ୍ତୁଳିତ ଖାଦ୍ୟପେୟ ଏବଂ ଆବଶ୍ୟକ ମୁତାବକ ପାଣି ନ ପିଇବା ଦ୍ୱାରା ଏପରି ସ୍ବାସ୍ଥ୍ୟ...

Advertisement
Archives

Model This Week