Posted inଜାତୀୟ

ରିସର୍ଟରେ ନିୟମିତ ଡ୍ରଗ୍ସ, ଗଣିକା ବୃତ୍ତି ଚାଲିଥିଲା

ଋଷିକେଶ,୨୮।୯: ଉତ୍ତରାଖଣ୍ଡର ବହିଷ୍କୃତ ଭାଜପା ନେତାଙ୍କ ପୁଅ ପୁଲକିତ ଆର୍ଯ୍ୟଙ୍କ ରିସର୍ଟରେ ୧୯ ବର୍ଷୀୟା ରିସିପ୍‌ସନିଷ୍ଟ ଅଙ୍କିତା ଭଣ୍ଡାରୀ ହତ୍ୟା ମାମଲାରେ ଜଣେ ପୂର୍ବତନ କର୍ମଚାରୀ ମୁହଁ ଖୋଲିଛନ୍ତି। ପୁଲକିତଙ୍କ ରିସର୍ଟରେ ନିୟମିତ ଡ୍ରଗ୍ସ କାରବାର ଓ ଗଣିକା ବୃତ୍ତି ଚାଲିଥିଲା। ରିସର୍ଟ ପରିଚାଳନା ବିଭାଗ ଗ୍ରାହକମାନଙ୍କୁ ବେଆଇନ ନିଶାଦ୍ରବ୍ୟ, ଗଞ୍ଜେଇ ଓ ଅନ୍ୟାନ୍ୟ ଡ୍ରଗ୍ସ ଯୋଗାଇଦେବା ସହ ଝିଅ ଯୋଗାଇ ଦେଉଥିଲେ ବୋଲି ରିଶିତା ନାମ୍ନୀ ପୂର୍ବତନ କର୍ମଚାରୀ କହିଛନ୍ତି। ଦୁଇ ମାସ ପୂର୍ବରୁ ରିଶିତା ଓ ତାଙ୍କ ସ୍ବାମୀ ବିବେକ ଉକ୍ତ ରିସର୍ଟରେ କାମ କରୁଥିଲେ। ଅଗଷ୍ଟରେ ଅଙ୍କିତା ସେଠାରେ ଯୋଗଦେବା ପୂର୍ବରୁ ସେମାନେ ଛାଡ଼ିଦେଇଥିଲେ। ଗଣିକା ବୃତ୍ତିରେ ସାମିଲ ହେବା ଲାଗି ଅଙ୍କିତା ମନା କରିବାରୁ ପୁଲକିତ ଓ ତାଙ୍କ ରିସର୍ଟର ଦୁଇଜଣ କର୍ମଚାରୀ ତାଙ୍କୁ ହତ୍ୟା କରିଥିବା ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି। ସେମାନଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ଥାଇଲାଣ୍ଡ ଓପନ: ସାତ୍ତ୍ୱିକ-ଚିରାଗ ଯୋଡ଼ି ଜିତିଲେ

ବ୍ୟାଙ୍କକ୍‌, ୧୨ା୫: ଟପ୍‌ ସିଡ୍‌ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଯୋଡ଼ି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ବିଜୟ ଲାଭ…

ଭିନେଶଙ୍କ ସମର୍ଥନରେ ବାହାରି ସାକ୍ଷୀ ମଲିକ

ନୂଆଦିଲ୍ଲୀ,୧୨ା୫: ଅବସରରୁ ଫେରିବାକୁ ନେଇ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହ ଚାଲିଥିବା ବିବାଦରେ ଭିନେଶ ଫୋଗତଙ୍କ ସମର୍ଥନରେ ବାହାରିଛନ୍ତି ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ରେସଲର…

୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ…

ଡହଡହ ଖରାରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ, ସହାୟତା ନମ୍ବରକୁ ଫୋନ କଲେ…

ଦାମନଯୋଡି,୧୨ା୫(ନରସିଂହ ବ୍ରହ୍ମା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ସରକାର ଘୋଷଣା କରିଛନ୍ତି। କୋରାପୁଟ ଜିଲା ସେମିଳିଗୁଡ଼ା ଓ…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri