ଧାନ ବାଛିବା ବେଳେ ଘଟିଲା ବଜ୍ରପାତ

କାଳିଆପାଣି,୨୯ା୯(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅଧୀନ କାଙ୍କଡ଼ପାଳ ପଞ୍ଚାୟତ ଭାଲୁକିପାତଳା ନୂଆପାଣି ଗ୍ରାମରେ ଧାନ ବାଛିବା କାମ କରୁଥିବା ବେଳେ ବଜ୍ରପାତ ଘଟି ଜଣଙ୍କ ମୃତ ଘଟିଛି। ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ସୁରୁ ଗାଗରାଇ(୨୩)। ଗୁରୁଚରଣ ମୁଣ୍ଡା ଓ ବେଦେରା ଆହତ ହୋଇଛନ୍ତି। ସେମାନେ ୩ ଜଣ ସାଙ୍ଗହୋଇ ବିଲରୁ ଫେରୁଥିବା ବେଳେ ଏହି ଦୁଃଖଦ ଘଟଣା ଘଟିଥିଲା। ସୁରୁ ବିଲରେ କାମ କରୁଥିବା ଲୋକଙ୍କ ପାଇଁ ମଧ୍ୟାହ୍ନ ଭୋଜନ ନେଇ ବିଲକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଠପଢ଼ାରେ ଡୋରି : ଅଙ୍ଗନବାଡ଼ି ଯାଉନାହାନ୍ତି ଶିଶୁ

କେନ୍ଦୁଝର,୭ା୬(ସ୍ବ.ପ୍ର.): ପୁଷ୍ଟିହୀନତା ରୋକିବା ସହ ଶିଶୁଙ୍କୁ ପ୍ରାକ ଶିକ୍ଷା ଦେବାକୁ ସରକାର ଅଙ୍ଗନବାଡ଼ି କେନ୍ଦ୍ର ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଶିଶୁମାନେ ସୁଷମ ଖାଦ୍ୟ ଖାଇବା...

ଡିଜିଟାଲ ପେମେଣ୍ଟରେ ବାହାରୁଛି ପେଟ୍ରୋଲ: ମେଶିନ ତିଆରି କରି ଚର୍ଚ୍ଚାରେ ଯୁବକ

କେନ୍ଦୁଝର, ୨୦ା୯(ଡି.ଏନ.ଏ.)-ଟଙ୍କା ଭର୍ତ୍ତି କଲେ ପେଟ୍ରୋଲ ବାହାରୁଥିବା ମେଶିନ ତିଆରି କରି ଲୋକଙ୍କୁ ଚକିତ କରିଦେଇଥିବା ଆଦିବାସୀ ଯୁବକ ଏବେ ଆଉ ପାଦେ ଆଗକୁ ବଢିଛନ୍ତି।...

ରାସ୍ତା ମଝିରେ ଜଳିଗଲା କାର୍‌

ବାଉଁଶୁଣୀ,୨।୪(ଡି.ଏନ୍‌.ଏ.): ଶୁକ୍ରବାର ସକାଳେ ବୌଦ୍ଧ ଜିଲା ମନମୁଣ୍ଡା କଣ୍ଟାମାଳ ରାସ୍ତାର କପାସିରା ଛକ ନିକଟ ରାସ୍ତା କଡ଼ରେ ଗୋଟିଏ କାର୍‌ରେ ନିଆଁ ଜଳୁଥିବା ଦେଖିବାକୁ ମିଳିଥିଲା।ଲୋକେ...

ଗ୍ରାସୀମର ପୂର୍ବତନ ସୁରକ୍ଷା ଅଧିକାରୀଙ୍କୁ ମିଳିଲା ଜାମିନ

ଛତ୍ରପୁର,୨୮ା୯(ଡି.ଏନ.ଏ.)-ବଳାତ୍କାର ଉଦ୍ୟମ ମାମଲାରେ ଗିରଫ ହୋଇ ଛତ୍ରପୁର ସବ୍‌ ଜେଲରେ ଥିବା ଗଞ୍ଜାମସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ପୂର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ...

ଅଜଗରକୁ ପିଟି ମାରିଦେଲେ, କୂଅରୁ କୁଟୁରା ଉଦ୍ଧାର

ଆର,ଉଦୟଗିରି,୧୬ା୬(ଡି.ଏନ୍‌.ଏ.)- ଆର୍‌.ଉଦୟଗିରି ଅଞ୍ଚଳରେ ଲୋକେ ଏକ ଅଜଗରକୁ ମାରି ଦେଇଥିବାବେଳେ ଚନ୍ଦ୍ରଗିରି ଅଞ୍ଚଳରେ ଏକ କୁଟୁରା ଶାବକକୁ ଲୋକେ କୂଅରୁ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର...

ପର୍ଯ୍ୟଟକଙ୍କ ସେବାରେ ଲାଗୁନି ପାନ୍ଥଶାଳା

ସାକ୍ଷୀଗୋପାଳ,୭।୨(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ଅନୁଦାନରେ ସାକ୍ଷୀଗୋପାଳ ମନ୍ଦିର ନିକଟରେ ନିର୍ମିତ ପାନ୍ଥଶାଳା ପର୍ଯ୍ୟଟକଙ୍କ ସେବାରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଦୂରଦୂରାନ୍ତରୁ...

ନିରାଡମ୍ବର ଭାବେ ପାଳିତ ହେଲା ୭୨ ତମ ସାଧାରଣତନ୍ତ୍ର ଦିବସ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କୋଭିଡ ଗାଇଡ ଲାଇନ ମଧ୍ୟରେ ମଙ୍ଗଳବାର ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟାଳୟ ସ୍ଥିତ ଷ୍ଟାଡିୟମରେ...

୧୨ ରାଉଣ୍ଡ: ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆ ଆଗରେ

ନୀଳଗିରି, ୨୩।୫(ଡି.ଏନ.ଏ.)-୧୧ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ୩୦ହଜାର ୪୪୦, ଭାଜପା ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକଙ୍କୁ ୨୭ହଜାର ୭୬୮ ଭୋଟ ମିଳିଛି।...

Advertisement
Archives

Model This Week