ଦାନ୍ତ ସମସ୍ୟା ଥିଲେ…

ଆଧୁନିକ ଜୀବନଶୈଳୀ ଲାଗି ଅନେକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ। ତନ୍ମଧ୍ୟରୁ ଦାନ୍ତ ସମସ୍ୟା ଅନ୍ୟତମ, ତେବେ କେବଳ ଖଟା ଓ ମିଠା ଦାନ୍ତକୁ ଖରାପ କରେ ତାହାନୁହେଁ ଅନେକ କିଛି ଜିନିଷ ଅଛି ଯାହା ଦାନ୍ତକୁ ଦୁର୍ବଳ କରିଥାଏ।
ତେବେ ଜାଣନ୍ତୁ ସେ ସମମ୍ପର୍କରେ…

ଅନେକ ଲୋକ ଶୋଇବା ସମୟରେ ଦାନ୍ତରେ କାଠି କିମ୍ବା ଛୁଞ୍ଚି ପୁରାଇ ସଫା କରିଥାନ୍ତି। ଯାହା ଦାନ୍ତକୁ ଦୁର୍ବଳ କରିଥାଏ।

ସବୁ ସମୟରେ ପାଟି ଧୋଇବା ଦାନ୍ତ ଉପରେ ପ୍ରଭାବ ପକାଇଥାଏ । ଏହା କରିବା ଫଳରେ ଦାନ୍ତ ସଫା ହୋଇଥାଏ। ମାତ୍ର କମ୍‌ ଦିନରେ ଦୁର୍ବଳ ହୋଇଯାଏ।

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ, ଅତ୍ୟଧିକ ବ୍ୟାୟାମ ଦାନ୍ତକୁ ଦୁର୍ବଳ କରିପାରେ। ତୁମର ବ୍ୟାୟାମ କାର୍ଯ୍ୟସୂଚୀ ଯେତେ ଅଧିକ ହେବ, ସେତେ ଅଧିକ ଦାନ୍ତ ହଲିଥାଏ। କୁହାଯାଏ ବ୍ୟାୟାମ ସମୟରେ ପାଟିରେ ଥିବା ଲାଳ କମ ହୋଇଯାଏ, ଯାହା ଦାନ୍ତକୁ ପ୍ରଭାବିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବହୁତ ମଶା ହେଉଛନ୍ତି କି? ଜାଣନ୍ତୁ ଘଉଡ଼ାଇବାର ଘରୋଇ ଉପାୟ

ଘରେ ମଶା ହେବାଦ୍ୱାରା ମ୍ୟାଲେରିଆ, ଡେଙ୍ଗୁ, ଚିକେନ୍‌ଗୁନିଆ ଭଳି ମାରାତ୍ମକ ରୋଗ ହେବାର ଆଶଙ୍କା ରହିଥାଏ। ତେଣୁ ଆମେ ମାର୍କେଟ୍‌ରେ ମିଳୁଥିବା ବିଭିନ୍ନ କେମିକାଲ୍‌ ଯୁକ୍ତ...

ହୃଦ୍‌ଘାତ ଜାଣିବାର ନୂଆ ଉପାୟ

ହୃଦ୍‌ଘାତ (ହାର୍ଟ ଆଟାକ) ଜାଣିବାର ଏକ ନୂଆ ଉପାୟ ଖୋଜି ପାଇବାରେ ସକ୍ଷମ ହୋଇଛନ୍ତି ୟୁନିଭର୍ସିଟି ଅଫ ଲଣ୍ଡନର ହୃଦ୍‌ରୋଗ ବିଶେଷଜ୍ଞମାନେ। ଏ ସମ୍ପର୍କିତ ଏକ...

କରୋନା ଟିକା

କରୋନା ଭୂତାଣୁ ସହିତ ଲୁଚକାଳି ଖେଳ ଦୀର୍ଘ ଦେଢ ବର୍ଷ ହୋଇଗଲାଣି। କରୋନା ତାଣ୍ଡବରେ ସମଗ୍ର ବିଶ୍ୱ ଭୀତତ୍ରସ୍ତ। ଶେଷ ଭରସା କରୋନା ଟିକାକୁ ସମସ୍ତଙ୍କ...

ଶୀତଦିନେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ହେଉଥିଲେ, ଆପଣାନ୍ତୁ କିଛି ଟିପ୍ସ

ଆଣ୍ଠୁଗଣ୍ଠି ସମସ୍ୟା ଥିବା ବ୍ୟକ୍ତିଙ୍କ ପାଇଁ ଶୀତଦିନ ବେଶ୍‌ କଷ୍ଟଦାୟକ ହୋଇଥାଏ। ପ୍ରବଳ ଥଣ୍ଡା ଯୋଗୁ ଆଣ୍ଠୁଗଣ୍ଠି ବିନ୍ଧା ଅଧିକ ପରିମାଣରେ ହୋଇଥାଏ। ତେଣୁ କିଛି...

ଲିଭର ରୋଗ ଚିହ୍ନଟ ହେବାର ନୂଆ ଉପାୟ

ଲିଭର ରୋଗକୁ ଚିହ୍ନଟ କରିବାର ଏକ ନୂଆ ଉପାୟ ନିକଟରେ ଉଦ୍ଭାବିତ ହୋଇଛି। ଏ କ୍ଷେତ୍ରରେ ସଫଳତା ଅର୍ଜନ କରିଛନ୍ତି ଆମେରିକାସ୍ଥିତ ଜର୍ଜିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ।...

ଶିଶୁଙ୍କ ନାମକରଣ କରୁଥିଲେ ଧ୍ୟାନଦିଅନ୍ତୁ ଏହି କଥା ପ୍ରତି

ପ୍ରତ୍ୟେକ ବ୍ୟକ୍ତିଙ୍କ କିଛି ନା କିଛି ନାମ ରହିଛି। ଏହି ନାମ ତାଙ୍କୁ ଅନ୍ୟ ନିକଟରେ ପରିଚିତ କରାଇଥାଏ। ଯେତେବେଳେ ଘରକୁ ଶିଶୁଟିଏ ଆସିଥାଏ ତାହାର...

ପଞ୍ଚକ ବ୍ରତ ପାଳନ କରିବାର ତାତ୍ପର୍ଯ୍ୟ

ଧର୍ମମାସ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯାଇଥାଏ। ଏହି ବ୍ରତକୁ ଭୀଷ୍ମ ପଞ୍ଚକ ବ୍ରତ ମଧ୍ୟ କୁହାଯାଇଥାଏ। ମହାଭାରତରେ ଉଲ୍ଲେଖ...

ମନ୍‌ସୁନରେ ମାନନ୍ତୁ

ବର୍ଷାଦିନେ ସଂକ୍ରମଣର ଭୟ ଅଧିକ ରହିଥାଏ। ତେଣୁ ଖାଇବାପିଇବା ସହିତ ପୋଷାକପତ୍ର ଆଦି ସବୁଥିରେ ସତର୍କ ରହିବାକୁ ହେବ। ସବୁବେଳେ ପାଣିକୁ ସିଝାଇ ପିଅନ୍ତୁ। ପ୍ରତିଦିନ...

Advertisement
Archives

Model This Week