ରାତି ଅଧରେ ଚାଲିଥିଲା ଜୁଆ ଖେଳ, ଅଚାନକ ମାଡିବସିଲା ପୋଲିସ, ଆଉ ତା’ପରେ…

ରିଷିଡା,୧୧।୧୦ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପାଣ୍ଡି ପୋଲିସର ମିଳିତ ଅପରେଶନ ସଫଳ ହୋଇଛି । ଗଜବାହାଲ ପଞ୍ଚାୟତ ଅନ୍ତର୍ଗତ ବଡ଼ଡୁଙ୍ଗୁରୀଗୁଡ଼ା ଗ୍ରାମଠାରେ ରାତିରେ ଜୁଆ ଖେଳୁ ଥିବା ବେଳେ ରିଷିଡା ପୋଲିସ ତିନିଜଣକୁ କାବୁ କରିଥିବା ବେଳେ ଅନେକ ଚମ୍ପଟ ମାରିଥିଲେ। କାବୁ ହୋଇଥିବା ତିନି ଜଣ ହେଲେ ଗ୍ରାମର କୈଳାସ ବାଗ, ପରମାନନ୍ଦ ଗହୀର ଓ ଗୋବିନ୍ଦ ଗହିର ବୋଲି ଜଣାପଡ଼ିଛି I ତାଙ୍କ ଠାରୁ ନଗଦ ୧୦୯୦ ଟଙ୍କା ପୋଲିସ ଜବତ କରିଛି । କେସ ନମ୍ବର ୨୫୫/୨୦୨୫ରେ ମାମଲା ରୁଜୁ ହୋଇଛି। ରିଷଡା ପାଣ୍ଡି ଅଧିକାରୀ ମନୁଆ ବିଡିକାଙ୍କ ସ୍ବତନ୍ତ୍ର ଟିମ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଜୁଆ ଖେଳ ଉପରେ ଚଢାଇ କରିଥିଲା । ଏଥିରେ ପାଣ୍ଡି ଅଧିକାରୀଙ୍କ ସମତେ କନେଷ୍ଟେବଳ ସଞ୍ଜୀବ ସାହୁ, ସୁନୀଲ କୁମାର ବାଗ, ଅନନ୍ତ ଷଡ଼ଙ୍ଗୀ ଓ କୈଲାସ ପୁଟେଲ ପ୍ରମୁଖ ସାମିଲ ଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri