Posted inଜାତୀୟ

ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ସମନ୍ବୟ ନ ଥିଲା: କଂଗ୍ରେସ

ମୁମ୍ବାଇ, ୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ମହା ବିକାଶ ଅଘାଡ଼ି ମେଣ୍ଟରେ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ମେଣ୍ଟର ଦଳମାନଙ୍କ ମଧ୍ୟରେ ସହଯୋଗ ଏବଂ ସମନ୍ବୟ ପ୍ରୟାସର ଅଭାବ ଯୋଗୁ ଏହି ପରାଜୟ ଘଟିଥିବା ନେଇ ମହାରାଷ୍ଟ୍ର କଂଗ୍ରେସ ପ୍ରଭାରୀ ତଥା କର୍ନାଟକ ଗୃହମନ୍ତ୍ରୀ ଜି. ପରମେଶ୍ୱର ରବିବାର କହିଛନ୍ତି। ଅଧିକାଂଶ ନିର୍ବାଚନମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀମାନଙ୍କୁ ଶିବସେନା(ୟୁବିଟି)ର ସମର୍ଥନ ମିଳିଲା ନାହିଁ। ସେହିପରି ତୃଣମୂଳ ସ୍ତରୀୟ ଏନସିପି(ଏସ୍‌ପି) ନେତାଙ୍କ ସହ କଂଗ୍ରେସ କର୍ମୀମାନଙ୍କ ତାଳମେଳ ରହି ନ ଥିବା ସେ ସ୍ବୀକାର କରିଛନ୍ତି। ପରମେଶ୍ୱରା କହିଛନ୍ତି, ବିଦର୍ଭ ଅଞ୍ଚଳରୁ କଂଗ୍ରେସ ପ୍ରାୟ ୫୦ ଆସନ ଜିତିବ ବୋଲି ଆଶା ରଖିଥିଲା। କିନ୍ତୁ ଦଳକୁ ମାତ୍ର ୮ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ତେବେ ମହାରାଷ୍ଟ୍ର ନିର୍ବାଚନରେ ଆସିଥିବା ଅପ୍ରତ୍ୟାଶିତ ଫଳାଫଳ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ(ଇଭିଏମ୍‌)କୁ ନେଇ ସନ୍ଦେହ ବଢ଼ାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri