Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଅନ୍ୟ ବାଟ ବାଛିବାକୁ କହିଥିଲୁ

ଚଣ୍ଡିଗଡ଼,୫।୧: ଢ଼ିଲା ସୁରକ୍ଷା ବ୍ୟବସ୍ଥା ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର ପଞ୍ଜାବର ଏକ ଫ୍ଲାଏଓଭରରେ ୨୦ ମିନିିଟ୍‌ ଧରି ଫଶି ରହିଥିଲା। ଏହି ଘଟଣା ଉପରେ ସନ୍ଧ୍ୟାରେ ସ୍ପଷ୍ଟି କରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି।

“ବିକ୍ଷୋଭ ସ୍ଥଳଠାରୁ କିଛି ଦୂରରେ ପ୍ରଧାନମନ୍ତ୍ରୀଙ୍କ କାରକୁ ରୋକା ଯାଇଥିଲା। ବିକ୍ଷୋଭସ୍ଥଳରୁ ଆନ୍ଦୋଳନକାରୀଙ୍କୁ ଘଉଡ଼ାବା ଲାଗି ୧୦ରୁ ୨୦ ମିନିଟ୍‌ ଲାଗେ। ଏ ସମ୍ପର୍କରେ ପୂର୍ବରୁ ପିଏମ୍‌କୁ ସୂଚନା ଦିଆଯାଇଥିଲା। ତାଙ୍କୁ ଅନ୍ୟ ବାଟ ବାଛିବାକୁ ପ୍ରସ୍ତାବ ଦେଇଥିଲୁ। ସୁରକ୍ଷା ବ୍ୟବସ୍ଥାରେ କୌଣସି ପ୍ରକାର ଅଭାବ ନ ଥିଲା। କୌଣସି ଆକ୍ରମଣ ହେବାର ପରିସ୍ଥିତି ମଧ୍ୟ ନ ଥିଲା ” ବୋଲି ମୁଖ୍ୟମନ୍ତ୍ରୀ ଚନ୍ନି ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।

ଆଜିର ଘଟଣା ପରେ କୌଣସି ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ।

ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ କାହିଁକି ବିମାନ ବନ୍ଦର ଗଲେ ନାହିଁ ? ଏହି ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋତେ ଭଟିଣ୍ଡାରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାର ଥିଲା। କିନ୍ତୁ ମୋ ସହ ଯେଉଁମାନେ ଥିଲେ, ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ସଂକ୍ରମିତଙ୍କ ସିଧାସଳଖ ସଂସ୍ପର୍ଶରେ ଆସିଥିବାରୁ ମୁଁ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଯାଇ ନ ଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri