ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ

ପୁରୀ ଅଫିସ,୧।୭-ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିଛନ୍ତି ତିନିଠାକୁର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ଶେଷ ହୋଇଛି ବାହୁଡା ଯାତ୍ରା। ସେବାୟତମାନେ ତିନି ରଥରେ ତିନି ଠାକୁରଙ୍କୁ ଟାଣି ଟାଣି ଆଣିଥିଲେ। ପ୍ରଥମେ ବଡ଼ ଠାକୁରଙ୍କ ରଥକୁ ସେବାୟତମାନେ ଟାଣି ଥିଲେ। ଏହାର ପ୍ରାୟ ଘଣ୍ଟାଏ ପରେ ଦେବୀ ସୁଭଦ୍ରା ଏବଂ ତା’ର ଘଣ୍ଟାକ ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ବଡଦାଣ୍ଡରେ ଗଡ଼ିଥିଲା।
ସୂଚନାଯୋଗ୍ୟ, ପବିତ୍ର ବାହୁଡା ଯାତ୍ରା ଅବସରରେ ବୁଧବାର ପୂର୍ବାହ୍ନ ୮ଟାରେ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରୁ ଶରଧାବାଲିରେ ଦଣ୍ଡାୟମାନ ତିନିରଥ ଉପରକୁ ଶ୍ରୀଜିଉମାନଙ୍କୁ ପହଣ୍ଡି ବିଜେ କରାଯାଇଥିଲା। ତିନି ଠାକୁରଙ୍କର ପହଣ୍ଡି ଶେଷ ହେବା ପରେ ସେମାନଙ୍କୁ ରଥାରୁଢ କରାଯାଇଥିଲା। ଏହାପରେ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ୨୭ ମେଡିକାଲ ଅଫିସର

ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟ ସରକାର ୨୭ ଜଣ ମେଡିକାଲ ଅଫିସରଙ୍କୁ ପଦୋନ୍ନତି ଓ ବଦଳି କରିଛନ୍ତି। ଏ ନେଇ ଶନିବାର ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ...

ଶେଷ ହେଉନି ପାଲା କଳାକାରଙ୍କ ସଂଘର୍ଷ

ବଇଣ୍ଡା, ୧୫ା୧୦ (ପରିକ୍ଷିତ ସାହୁ): ବର୍ଷକ ୧୨ ମାସରୁ ୯ ମାସ ବିତୁଥିଲା ଧର୍ମ ଚର୍ଚ୍ଚାରେ। କିଏ ମାନସିକ ପୂରଣ ପାଇଁ ଖୋଜୁଥିଲେ ତ ଆଉ...

ସଞ୍ଜୀବନୀ ପାଇଁ ମିଳୁନି ସ୍ଲଟ୍‌

ଅନୁଗୋଳ ଅଫିସ, ୧୫ା୫ କରୋନାର ଦ୍ୱିତୀୟ ଲହରକୁ ନେଇ ସଭିଏଁ ଚିନ୍ତିତ। କେବେ ଏହା କବଳରୁ ମୁକ୍ତି ମିଳିବ ତାହା ଜଣାପଡ଼ୁ ନ ଥିବାବେଳେ ବର୍ଷାଧିକ...

ଏମ୍ସରେ ଲାଗିବ ଏକ୍‌ମୋ ମେଶିନ

ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍‌ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର...

ଆରପାରିରେ ସାରଦା ପ୍ରସନ୍ନ ନାୟକ

ଭୁବନେଶ୍ୱର,୯।୯(ବ୍ୟୁରୋ)-ଓଡ଼ିଆ ଚଳଚ୍ଚିତ୍ର ଜଗତର ବହୁମୁଖୀ ପ୍ରତିଭା ତଥା ଅଲ୍‌ରାଉଣ୍ଡର ଭାବେ ପରିଚିତ ସାରଦା ପ୍ରସନ୍ନ ନାୟକଙ୍କ ବୁଧବାର ସନ୍ଧ୍ୟାର ପରଲୋକ ଘଟିଛି। ତାଙ୍କୁ ୯୩ ବର୍ଷ...

ଗଞ୍ଜାମରେ ସୁରଟ ଫେରନ୍ତାଙ୍କୁ ବିରୋଧ: ଟେକାପଥର ମାଡ଼, ପୋଲିସର ଲାଠି ଚାଳନା

ଛତ୍ରପୁର,୮।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗୁରୁବାର ରାତିରେ ସୁରଟ ଫେରନ୍ତାଙ୍କୁ ରଖିବାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏପରିକି ପୋଲିସ...

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଦୁର୍ନୀତି

ଭଞ୍ଜନଗର,୨୨।୮(ଡି.ଏନ.ଏ): ରାଜ୍ୟରେ ଅଫିସର ରାଜ ଚାଲିଛି । ନେତା ମନ୍ତ୍ରୀଙ୍କ କଥା ଅଫିସରମାନେ ଶୁଣୁନାହାନ୍ତି। ଏ ନେଇ ବିଭିନ୍ନ ସମୟରେ ବିରୋଧି ଦଳର ନେତାମାନେ ଅଭିଯୋଗ...

ଏସ୍‌ସିଏସ୍‌ କଲେଜ: ଏମ୍‌ଫିଲ୍‌ ପାଠ୍ୟକ୍ରମକୁ ମିଳୁନି ମଞ୍ଜୁରୀ: ଅନ୍ଧାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ପୁରୀ ଅଫିସ, ୨୪ା୭: ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟ(ଏସ୍‌ସିଏସ୍‌)ରେ ଏମ୍‌ଫିଲ୍‌ ପାଠ୍ୟକ୍ରମ ଖୋଲିବାର ଦୁଇବର୍ଷ ବିତିଗଲାଣି। ମାତ୍ର ବର୍ତ୍ତମାନ ସୁଦ୍ଧା ଏହାକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ମଞ୍ଜୁରୀ...

Advertisement
Archives

Model This Week