ସିଂହଦ୍ୱାରରେ ଲାଗିଲା ତିନି ରଥ, ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼

ପୁରୀ,୧୫।୭: ସିଂହଦ୍ୱାରରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସିଂହଦ୍ୱାରରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଜମିଛି। ବୁଧବାର ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ଦିନ ପ୍ରାୟ ସାଢ଼େ ୩ଟାରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିବା କ୍ଷଣି ଭକ୍ତିରେ ଉଛୁଳି ଉଠିଥିଲା ପରିବେଶ। ତାଳଧ୍ୱଜ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ କାଳିଆ ଠାକୁରଙ୍କ ରଥକୁ ଶ୍ରୀମନ୍ଦିର ଆଡ଼କୁ ଲକ୍ଷ ଲକ୍ଷ ଭକ୍ତ ଟାଣି ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି ‘ଓଡ଼ିଶା…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri