ମଝି ଆକାଶରେ ଦୁଇ ବିମାନ ହେଲେ ନିକଟତର, ଭାଙ୍ଗିଲା ଝରକା

ଲଣ୍ଡନ,୩୦ା୧୨: ଆକାଶରେ ପ୍ରାୟ ୩୫୦୦୦ ଫୁଟ ଉଚ୍ଚରେ ଉଡୁଥିବା ଏକ ବିମାନ ସହ ଆଉ ଏକ ବିମାନ ଅତି ନକଟତର ହୋଇଯାଇଥିଲା। ଫଳରେ ୨୦୦ ଯାତ୍ରୀ ଥିବା ବିମାନର ଉଇଣ୍ଡୋ ସ୍କ୍ରିନ୍‌ରେ ଅନ୍ୟ ବିମାନଟି ବାଡ଼େଇ ହୋଇଯାଇଥିଲା। ଫଳରେ ଝରକା ଭାଙ୍ଗିଯାଇଛି।

ବ୍ରିଟିଶ ଏୟାରଲାଇନ୍‌ର ଜଣେ ପ୍ରବକ୍ତା କହିଛନ୍ତି, ବିମାନରେ ଯାତ୍ରା କରୁଥିବା ଯାତ୍ରୀମାନେ ଭାଗ୍ୟଶାଳୀ ଥିଲେ। ଦୁଇ ବିମାନ ଗୋଟିଏ ଦିଗରେ ଉଡୁଥିଲେ। ଗୋଟିଏ ଦିଗରେ ଉଡୁଥିବାରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି ଯାତ୍ରୀମାନେ। ଯଦି ବିପରୀତ ଦିଗରୁ ଆସୁଥାନ୍ତେ ତେବେ ଏକ ବଡ଼ଧରଣର ଅଘଟଣ ଘଟିଥାନ୍ତା ବୋଲି ଏୟାରଲାଇନ୍‌ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଟ ଇମୋଜି ମନା, ବ୍ୟବହାର କଲେ ହେବ ୨-୫ ବର୍ଷ ଜେଲ ଦଣ୍ଡ!

ରିୟାଦ,୪।୮: ଆଜିକାଲି ସୋସିଆଲ ମିଡିଆରେ ଲୋକେ ନିଜ ସାଙ୍ଗସାଥି ଓ ସମ୍ପର୍କିୟଙ୍କ ସହ କଥା ହେବା ସମୟରେ ଅଧିକାଂଶ ସମୟରେ ନିଜର ଭାବନା ବ୍ୟକ୍ତ କରିବାକୁ...

ଜାତିସଂଘକୁ ମଧ୍ୟ ବେଖାତିର, ଏକଛତ୍ରବାଦୀ ଶାସକ କଲେ ପୁଣି କ୍ଷେପଣାସ୍ତ୍ର ପରୀକ୍ଷା…

ପୋୟଙ୍ଗୟାଙ୍ଗ୍‌,୨୮।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ବହୁ ଅନ୍ତର୍ଜାତୀୟ ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷା ଜାରି ରଖିଛନ୍ତି। ମଙ୍ଗଳବାର ଉତ୍ତର...

ଅଧିକ ସମୟ ଟିଭି ଦେଖୁଛନ୍ତି କି? ହୋଇପାରେ ଏହି ପ୍ରାଣଘାତୀ ରୋଗ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଯଦି ଆପଣ ଟିଭି ପ୍ରେମୀ ହୋଇଥାନ୍ତି, ତେବେ ଏବେଠୁ ସାବଧାନ ହୋଇଯାନ୍ତୁ। ଏକ ସଦ୍ୟ ଗବେଷଣାରୁ...

ନରସଂହାର ଭାରତ ପାଇଁ ବଡ଼ ବିପଦ, କହିଲେ ଆମେରିକା ରାଷ୍ଟ୍ରଦୂତ…

ଓ୍ବାଶିଂଟନ, ୧।୭ : ଅନ୍ତର୍ଜାତୀୟ ଧାର୍ମିକ ସ୍ବାଧୀନତା ଉପରେ ଭାରତୀୟ-ଆମେରିକୀୟ ରାଷ୍ଟ୍ରଦୂତ ରାଶାଦ ହୁସେନ ଭାରତରେ ନରସଂହାର ବଡ଼ ବିପଦ ସୃଷ୍ଟି କରିଥିବା କହିଛନ୍ତି। ଭାରତରେ...

ଲିମ୍ୟାନ୍‌ରୁ ରୁଷୀୟ ସୈନ୍ୟଙ୍କ ପଳାୟନ: ରୁଷିଆ କବଳରୁ ମୁକୁଳିଲା ୫ ୟୁକ୍ରେନ୍‌ ଗାଁ

କିଭ୍‌/ମସ୍କୋ/ଓ୍ବାଶିଂଟନ୍‌, ୨ା୧୦: ବନ୍ଧୁକ ମୁନରେ ଭୋଟିଂ କରାଇ ରୁଷିଆ ବେଆଇନ ଭାବେ ପୂର୍ବ ୟୁକ୍ରେନ୍‌ର ଡୋନେସ୍କ, ଲୁହାନ୍‌ସ୍କ ସମେତ ଜାପୋରିଝିଆ ଏବଂ ଖେରସନ୍‌କୁ ନିଜର ବୋଲି...

ୟୁକ୍ରେନର ୪ ସହର ଦଖଲ କଲା ରୁଷିଆ, ସରକାରୀସ୍ତରରେ ଦସ୍ତଖତ କଲେ ପୁଟିନ

କ୍ୱିଭ୍‌,୫ା୧୦: ଶେଷରେ ରୁଷିଆ ୟୁକ୍ରେନର ୪ଟି ସହରକୁ କାବୁ କରିଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବୁଧବାର ସରକାରୀ ଦସ୍ତାବିଜରେ ଦସ୍ତଖତ କରିଛନ୍ତି। ଏହି ଡକ୍ୟୁମେଣ୍ଟଗୁଡ଼ିକ...

ଚାଇନାରେ ଭୂସ୍ଖଳନ: ୧୪ ମୃତ, ୫ ନିଖୋଜ…

ବେଜିଂ,୪।୬ : ଚାଇନାର ଦକ୍ଷିଣ-ପଶ୍ଚିମ ସିଚୁଆନ ପ୍ରଦେଶରେ ଭୂସ୍ଖଳନରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ନିଖୋଜ ହୋଇଯାଇଛନ୍ତି। ଚାଇନାର ରାଜ୍ୟ ଗଣମାଧ୍ୟମ...

ପୃଥିବୀରୁ ଶେଷ ହୋଇ ନ ପାରେ କରୋନା ମହାମାରୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୪।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢୁଛି। ଏପରିସ୍ଥଳେ...

Advertisement
Archives

Model This Week