ରଥଯାତ୍ରା ପାଇଁ ଗଡ଼ିବ ୧୩୭ ଅତିରିକ୍ତ ଟ୍ରେନ୍‌

ପୁରୀ ଅଫିସ,୧ା୬: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ୧୩୭ଟି ଅତିରିକ୍ତ ଟ୍ରେନ୍‌ ଚଳାଚଳ କରିବ। ଚଳାଚଳ କରୁଥିବା ମୋଟ୍‌ ୧୫୦ଟି ଅଧିକ କୋଚ୍‌ ଲାଗିବ। ୪୦ଟି ସ୍ବତନ୍ତ୍ର ଟ୍ରେନ୍‌ ଚାଳିବ। ଏଥିନିମନ୍ତେ ପୁରୀ ଷ୍ଟେଶନରେ ୩୫ଟି ଅତିରିକ୍ତ ଟିକେଟ୍‌ କାଉଣ୍ଟରର କରାଯିବ। ଯାତ୍ରୀଙ୍କ ସୁରକ୍ଷା ନିମନ୍ତେ ୫୦୦ ଆର୍‌ପିଏଫ୍‌ କର୍ମଚାରୀ ମୁତୟନ ରହିବେ ବୋଲି ବୁଧବାର ଅନୁଷ୍ଠିତ ରଥଯାତ୍ରା ଦ୍ୱିତୀୟ ସମନ୍ବୟ ବୈଠକରେ ପ୍ରଶାସନ ପକ୍ଷରୁ କୁହାଯାଇଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆୟୋଜିତ ହୋଇଥିଲା। ଏଥିରେ ପ୍ରଶାସନ ପକ୍ଷରୁ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହି ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ ସମ୍ପନ୍ନ ହେବ ସେନେଇ ଆଲୋଚନା ହୋଇଥିଲା।

ଏତଦ୍‌ବ୍ୟତୀତ ଜିଲା ମୁଖ୍ୟ ଚିକିତ୍ସାଳୟରେ ୫୦ ଅତିରିକ୍ତ ଶଯ୍ୟା ବ୍ୟବସ୍ଥା କରାଯିବ। ୧୪ଟି ସ୍ଥାନରେ ଆଶୁ ଚିକିତ୍ସାକେନ୍ଦ୍ର, ୨୯ଟି ଆମ୍ବୁଲାନ୍ସ ରହିବ। ୨୩ ପାର୍କିଂସ୍ଥଳ କରାଯିବ। ବିଦ୍ୟୁତ୍‌ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ୨୫୦ ଏଲ୍‌ଇଡି ଲାଇଟ୍‌ ବ୍ୟବସ୍ଥା କରାଯିବ। ଆରଡବ୍ଲ୍ୟୁଏସ୍‌ଏସ୍‌ ପକ୍ଷରୁ ୪୨୭ ନଳକୂପ ବ୍ୟବସ୍ଥା ସହ ୩୫ଟି ପାଇପ ଯୋଗେ ଜଳଯୋଗାଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏନେଇ ଭାଜପା ପକ୍ଷରୁ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri