ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ପଠାଇଛି ନଗର ଉନ୍ନୟନ ବିଭାଗ। ବିଭାଗର ତର୍ଜମା ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ NAC ଗଠନ ହେବ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ବର୍ତ୍ତମାନ ୧୭% ସହରାଞ୍ଚଳ ରହିଛି ଏହାକୁ ୩୦% ବୃଦ୍ଧି ପାଇଁ ଯୋଜନା ଚାଲିଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri