ରଥଯାତ୍ରାରେ ସ୍ବାସ୍ଥ୍ୟ ସେବା ଯୋଗାଇବାକୁ ବାହାର ଜିଲାରୁ ଆସିବେ ୨୨୩ ଡାକ୍ତର

ପୁରୀ ଅଫିସ,୨୪।୬: ଦୀର୍ଘ ଦୁଇ ବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ଏଥିରେ ବହୁ ସଂଖ୍ୟାରେ ଭକ୍ତ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଭକ୍ତଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ଏକ ଚ୍ୟାଲେଞ୍ଜ ବୋଲି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ କହିଥିଲେ। ଏ ନେଇ ପୁରୀ ଛଡ଼ା ବାହାର ଜିଲାରୁ ୨୨୩ ଜଣ ଡାକ୍ତର ସ୍ବତନ୍ତ୍ର ଭାବେ ନିୟୋଜିତ ହେବେ । ୨୨୩ ଡାକ୍ତରଙ୍କ ସହ ୩୯ ଷ୍ଟାଫ ନର୍ସ, ୧୬୦ ଫାର୍ମାସିଷ୍ଟ, ୪ ଜଣ ରେଡିଓ ଗ୍ରାଫର, ୧୩୯ ଆଟେଣ୍ଡାଣ୍ଟ, ୧୦ ଜଣ ଖାଦ୍ୟ ସୁରକ୍ଷା ଅଧିକାରୀ ଜିଲା ବାହାରୁ ପୁରୀ ଆସିବେ । ପୁରୀକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ସ୍ବାସ୍ଥ୍ୟସେବା ସମ୍ପର୍କରେ ୧୦ଟି ହୋର୍ଡିଂ ଲଗାଯିବ।
ବଡ଼ଦାଣ୍ଡ ସହର ତଳି ଅଞ୍ଚଳରେ ୩୫ଟି ଆଶ୍ରୟସ୍ଥଳ ଖୋଲାଯିବ । ଆଶ୍ରୟ କେନ୍ଦ୍ରଗୁଡ଼ିକରେ ଆଶୁ ଚିକିତ୍ସା କେନ୍ଦ୍ର ସ୍ଥାପନ କରାଯିବ । ତାବ୍ୟତୀତ ଡାକ୍ତରଖାନା ଗୁଡ଼ିକରେ ଅତିରିକ୍ତ ଡାକ୍ତର, ଫାର୍ମାସିଷ୍ଟ, ଆଟେଣ୍ଡାଣ୍ଟ, ଖାଦ୍ୟ ସୁରକ୍ଷା ଅଧିକାରୀ, ରେଡିଓ ଗ୍ରାଫର ନିୟୋଜିତ ହେବେ । ଗହଳିକୁ ଦୃଷ୍ଟିରେ ରଖି ରୋଗୀ ସଂଖ୍ୟା ବଢ଼ିବା ଆଶଙ୍କା ରହିଥିବାରୁ ସହରାଞ୍ଚଳ ଡାକ୍ତରଖାନାଗୁଡିକରେ ୧୫୫ ଏବଂ ଗ୍ରାମାଞ୍ଚଳ ଚିକିତ୍ସା କେନ୍ଦ୍ରଗୁଡିକରେ ୫୨ଟି ଅତିରିକ୍ତ ଶଯ୍ୟା ବ୍ୟବସ୍ଥା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?