Posted inରାଜ୍ୟ

ଭିମସାରରେ ୧୦୦ ଶଯ୍ୟା କୋଭିଡ ହସ୍ପିଟାଲ ହେବ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟ ସରକାର ସମ୍ବଲପୁରସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ଭିମସାର)ରେ ୧୦୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କରିବାକୁ ଘୋଷଣା କରିଛନ୍ତି। ସେଠାରେ ୨୦ଟି ଆଇସିୟୁ ମଧ୍ୟ ରହିବ। ଆସନ୍ତା ୧୦ ଦିନ ମଧ୍ୟରେ ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ ବୋଲି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ କହିଛନ୍ତି। ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶନିବାର ଭୀମସାର ପରିଦର୍ଶନ କରି ସେଠକାର ପରିସ୍ଥିତିର ସମୀକ୍ଷା କରିଥିଲେ। ସେଠାରେ ଆଇସିୟୁକୁ ପରିଚାଳନା କରିବା ପାଇଁ ପର୍ଯ୍ୟାପ୍ତ ପରିମାଣର ଡାକ୍ତର ନାହାନ୍ତି। ସେଥିପାଇଁ ଆଉ ୧୦ ଜଣ ବରିଷ୍ଠ ଡାକ୍ତରଙ୍କୁ ସେଠାରେ ନିୟୋଜିତ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଏଥିସହିତ ଜିଲା କୋଭିଡ ହସ୍ପିଟାଲ ପାଇଁ ଆଉଟସୋର୍ସରୁ ୨୦ ଜଣ ଆଟେଣ୍ଡାଣ୍ଟ ଓ ୩୦ ଜଣ ଏଏନଏମଙ୍କୁ ନିଯୁକ୍ତି ଦିଆଯିବ। ସମ୍ବଲପୁର ଜିଲାରେ କୋଭିଡ ସଂକ୍ରମିତଙ୍କ ଆରୋଗ୍ୟ ହାର ୭୭ ପ୍ରତିଶତ ରହିଛି। ୭୪ ପ୍ରତିଶତ ରୋଗୀ ହୋମ ଆଇସୋଲେଶନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri