୬ଷ୍ଠରୁ ୮ମ ପିଲାଙ୍କ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ ହେବ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଶିକ୍ଷାଗତ ଦକ୍ଷତା ମାପିବାକୁ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ କରାଯିବ। ପରୀକ୍ଷାରେ କାହାକୁ ଫେଲ୍‌ କରାଯିବ ନାହିଁ। ଅନ୍ୟ ବିଦ୍ୟାଳୟର ଶିକ୍ଷକ ମୂଲ୍ୟାୟନ କରିବା ସହ ଶିକ୍ଷାଦାନରେ ଆବଶ୍ୟକତା ନେଇ ସମୀକ୍ଷା କରିବେ। ଛାତ୍ରୀଛାତ୍ରଙ୍କ ଦୁର୍ବଳତା ପରଖି ସମାଧାନ ପାଇଁ ଖସଡ଼ା ପ୍ରସ୍ତୁତ କରାଯିବ। ଶିକ୍ଷାରେ ସଂସ୍କାର ଆଣିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି…

ଭୁବନେଶ୍ବର,୩୦।୬: ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ୧୫ରୁ ଅଧିକ ଦୋକାନ ଜଳିଯାଇଥିବା ନେଇ ସୂଚନା ରହିଛି । ଖବର ପାଇ…

ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ ହାଉସ ଆରେଷ୍ଟ

ଲକ୍ଷ୍ନୌ,୩୦।୬: ପୋଲିସ ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କୁ ଗୃହବନ୍ଦୀ କରିଛି। ଅଜୟ ରାୟ ଆଜି (ମଙ୍ଗଳବାର, ଜୁନ ୩୦) ରାମ ମନ୍ଦିର ପରିଦର୍ଶନ କରିବାର…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ପାକିସ୍ତାନର ଏୟାର ଷ୍ଟ୍ରାଇକକୁ ନିନ୍ଦା କଲା ଭାରତ, ବନ୍ଧୁ ପାଇଁ ବଢାଇଲା ସଯୋଗର ହାତ

ନୂଆଦିଲ୍ଲୀ,୩୦।୬: ଆଫଗାନିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ବିମାନ ଆକ୍ରମଣକୁ ଭାରତ କଡ଼ା ନିନ୍ଦା କରି ଏହାକୁ ଏକ ଉଦ୍ଦେଶ୍ୟମୂଳକ, ବିନା ପ୍ରରୋଚନାରେ ଆକ୍ରମଣ ଏବଂ ଆଞ୍ଚଳିକ ଶାନ୍ତି…

ଦିଗପହଣ୍ଡିରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ, ସରକାରଙ୍କ ଜନ କଲ୍ୟାଣ ଯୋଜନାରେ ସାମିଲ ପାଇଁ ବିଧାୟକଙ୍କ ଆହ୍ବାନ

ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଦୁଇବର୍ଷ ପୂର୍ତ୍ତି ଅବସରରେ  ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକାଶର ଧାରା ଓଡ଼ିଶା ସାରା ବ୍ଲକ ସ୍ତରୀୟ…

ଆମେରିକା ସହ ବୈଷୟିକ ଆଲୋଚନା ହେବ ନାହିଁ: ଇରାନ

ତେହରାନ୍‌,୩୦ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ କରିବା ଲାଗି ଚୁକ୍ତିନାମା କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ନିମନ୍ତେ ଆଗାମୀ ଦିନରେ ଆମେରିକା ଏବଂ ଇରାନର ବୈଷୟିକ ଟିମ୍‌ ମଧ୍ୟରେ ଆଲୋଚନା ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri