କାନଝରୀ ଓ ସାଳନ୍ଦୀଡ୍ୟାମ୍‌ ନିକଟରେ ହେବ ମ୍ୟୁଜିଅମ,ଶିଶୁ ପାର୍କ

କେନ୍ଦୁଝର,୨୪।୧୧(ସ୍ବ.ପ୍ର.) : ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହି ବ୍ଲକର ସଳନ୍ଦୀ ଡ୍ୟାମ୍‌ର ବିକାଶ କରାଯାଇ ମ୍ୟୁଜିୟମ ଓ ଶିଶୁ ପାର୍କ କମ୍ପ୍ଲେକ୍ସ ନିର୍ମାଣ ହେବ। ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି ା ବୈତରଣୀ ଅବବାହିକା ବିଭାଗ, କେନ୍ଦୁଝରର ଅନୁରୋଧ କ୍ରମେ ମଙ୍ଗଳବାର ଅନୁଷ୍ଠିତ ପର୍ଯ୍ୟଟନ ଉନ୍ନୟନ କମିଟି ବୈଠକରେ ଏହାର କାର୍ଯ୍ୟକାରିତା ନେଇ ଆଲୋଚନା ହୋଇଛି ା
ଉକ୍ତ ସ୍ଥାନରେ ଚଲା ରାସ୍ତା, ବିଦ୍ୟୁତ୍‌ ବ୍ୟବସ୍ଥା, ସାୈନ୍ଦର୍ଯ୍ୟକରଣ, ପିକନିକ ପିଣ୍ଡି, ସ୍ବାଗତ ଗେଟ୍‌, ଟଏଲେଟ କମ୍ପ୍ଲେକ୍ସ, ଆଦି କାର୍ଯ୍ୟ କରାଯିବ ା ଫଳରେ ଅଧିକ ପର୍ଯ୍ୟଟକ ଆସିବା ସହ ଅନେକ ସୁବିଧା ପାଇବେ। ପ୍ରକାଶ ଯେ, କେନ୍ଦୁଝର ଜିଲାର କାନଝରୀ ଓ ସାଳନ୍ଦୀ ପର୍ଯ୍ୟଟନ କେନ୍ଦ୍ରକୁ ପ୍ରତ୍ୟେକ ବର୍ଷ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବା ସହ ଭୋଜିଭାତ କରିବାକୁ ଆସିଥାନ୍ତି ା ହେଲେ ସେଠାରେ ପର୍ଯ୍ୟଟକଙ୍କ ପାଇଁ କାୈଣସି ସୁବିଧା ବ୍ୟବସ୍ଥା ନାହିଁ ା କାନଝରୀ ଡ୍ୟାମ୍‌ ନିକଟରେ ବହୁ ଆଗରୁ ଏକ ପାର୍କ ନିର୍ମାଣ କରାଯାଇଥିଲାା କିନ୍ତୁ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ ହୋଇପଡିଛି ା ବିଶେଷ କରି ଶାୈଚାଳୟ ନ ଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହୋଉଛନ୍ତିା ଏହାବ୍ୟତିତ ରାସ୍ତାଘାଟ, ପଯ୍ରଯକଙ୍କ ସୁରକ୍ଷା ପ୍ରତି ମଧ୍ୟ ଗୁରୁତ୍ୱ ଦେବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri