କାନଝରୀ ଓ ସାଳନ୍ଦୀଡ୍ୟାମ୍‌ ନିକଟରେ ହେବ ମ୍ୟୁଜିଅମ,ଶିଶୁ ପାର୍କ

କେନ୍ଦୁଝର,୨୪।୧୧(ସ୍ବ.ପ୍ର.) : ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହି ବ୍ଲକର ସଳନ୍ଦୀ ଡ୍ୟାମ୍‌ର ବିକାଶ କରାଯାଇ ମ୍ୟୁଜିୟମ ଓ ଶିଶୁ ପାର୍କ କମ୍ପ୍ଲେକ୍ସ ନିର୍ମାଣ ହେବ। ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି ା ବୈତରଣୀ ଅବବାହିକା ବିଭାଗ, କେନ୍ଦୁଝରର ଅନୁରୋଧ କ୍ରମେ ମଙ୍ଗଳବାର ଅନୁଷ୍ଠିତ ପର୍ଯ୍ୟଟନ ଉନ୍ନୟନ କମିଟି ବୈଠକରେ ଏହାର କାର୍ଯ୍ୟକାରିତା ନେଇ ଆଲୋଚନା ହୋଇଛି ା
ଉକ୍ତ ସ୍ଥାନରେ ଚଲା ରାସ୍ତା, ବିଦ୍ୟୁତ୍‌ ବ୍ୟବସ୍ଥା, ସାୈନ୍ଦର୍ଯ୍ୟକରଣ, ପିକନିକ ପିଣ୍ଡି, ସ୍ବାଗତ ଗେଟ୍‌, ଟଏଲେଟ କମ୍ପ୍ଲେକ୍ସ, ଆଦି କାର୍ଯ୍ୟ କରାଯିବ ା ଫଳରେ ଅଧିକ ପର୍ଯ୍ୟଟକ ଆସିବା ସହ ଅନେକ ସୁବିଧା ପାଇବେ। ପ୍ରକାଶ ଯେ, କେନ୍ଦୁଝର ଜିଲାର କାନଝରୀ ଓ ସାଳନ୍ଦୀ ପର୍ଯ୍ୟଟନ କେନ୍ଦ୍ରକୁ ପ୍ରତ୍ୟେକ ବର୍ଷ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବା ସହ ଭୋଜିଭାତ କରିବାକୁ ଆସିଥାନ୍ତି ା ହେଲେ ସେଠାରେ ପର୍ଯ୍ୟଟକଙ୍କ ପାଇଁ କାୈଣସି ସୁବିଧା ବ୍ୟବସ୍ଥା ନାହିଁ ା କାନଝରୀ ଡ୍ୟାମ୍‌ ନିକଟରେ ବହୁ ଆଗରୁ ଏକ ପାର୍କ ନିର୍ମାଣ କରାଯାଇଥିଲାା କିନ୍ତୁ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ ହୋଇପଡିଛି ା ବିଶେଷ କରି ଶାୈଚାଳୟ ନ ଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହୋଉଛନ୍ତିା ଏହାବ୍ୟତିତ ରାସ୍ତାଘାଟ, ପଯ୍ରଯକଙ୍କ ସୁରକ୍ଷା ପ୍ରତି ମଧ୍ୟ ଗୁରୁତ୍ୱ ଦେବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri