ପୁରୀରେ ହେବ ପ୍ଲାନେଟାରିୟମ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ପୁରୀ ଜିଲାରେ ନିର୍ମାଣ ହେବ ପ୍ଲାନେଟାରିୟମ। ପୁରୀ ଐତିହ୍ୟ ପ୍ରକଳ୍ପ ସହ ଯୋଡ଼ି ହେବ ଆଉ ଏକ ଫର୍ଦ୍ଦ। ରାଜ୍ୟ ସରକାର ପୁରୀ ଜିଲାର ସିଦ୍ଧମହାବୀର ମୌଜା ୟୁନିଟ୍‌-୩ ଠାରେ ବିଜ୍ଞାନ କେନ୍ଦ୍ର ତଥା ପ୍ଲାନେଟାରିୟମ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଖର୍ଚ୍ଚ କରାଯିବ ୨୫ରୁ ୩୦ କୋଟି ଟଙ୍କା। ଶୁକ୍ରବାର ବିଧାନସଭା ପ୍ରଶ୍ନକାଳରେ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି।

ପୁରୀକୁ ପ୍ରତିବର୍ଷ ବହୁ ସଂଖ୍ୟାରେ ପର୍ଯ୍ୟଟକ, ତୀର୍ଥଯାତ୍ରୀଙ୍କ ସମେତ ଛାତ୍ରୀଛାତ୍ର ଏବଂ ସାଧାରଣ ଲୋକଙ୍କ ଆଗମନ ହେଉଛି। ଏହାକୁ ଦୃଷ୍ଟିରେ ରଖି ପ୍ଲାନେଟାରିୟମ ନିର୍ମାଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ବିଜ୍ଞାନ କେନ୍ଦ୍ର ପୁରୀକୁ ଆସୁଥିବା ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ସାଧାରଣ ଲୋକମାନଙ୍କୁ ଜଗନ୍ନାଥ ସଂସ୍କୃତି, ସାମୁଦ୍ରିକ ସମ୍ପଦ, ପୁରାତନ ବିଜ୍ଞାନ, ମନ୍ଦିର ଐତିହ୍ୟ, ବିଜ୍ଞାନ ଆଦି ବିଷୟରେ ସୂଚନା ପ୍ରଦାନ କରିବ। ବିଜ୍ଞାନ ବିଷୟରେ ଲୋକମାନଙ୍କୁ ଜ୍ଞାନ ଦେବା ସହ ରାଜସ୍ବ ବୃଦ୍ଧିରେ ମଧ୍ୟ ସହାୟକ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri