ଭାରତରେ ହେବ ଟେସ୍‌ଲା ଇ-କାର ପ୍ଲାଣ୍ଟ

ଭୁବନେଶ୍ୱର,୧୧।୧୦: ପରିବେଶ ସୁରକ୍ଷାକୁ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ଇ-ଯାନ ପ୍ରଚଳନକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ନିକଟରେ ଏକ କର୍ମଶାଳାରେ ଯୋଗଦେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ୍‌କରୀ କହିଛନ୍ତି ଯେ, ଟେସ୍‌ଲାର ଇଲେକ୍ଟ୍ରିକ୍‌ କାରର ଉତ୍ପାଦନ (ପ୍ଲାଣ୍ଟ) ଖୁବ୍‌ଶୀଘ୍ର ଭାରତରେ ହେବାର ଆଶା ରହିଛି। ଏଲନ ମସ୍କଙ୍କ କମ୍ପାନୀ ଟେସ୍‌ଲା ଭାରତରେ ତା’ର ଇଲେକ୍ଟ୍ରିକ୍‌ କାର ମଧ୍ୟ ଲଞ୍ଚ କରିବାର ଯୋଜନା ରହିଛି ବୋଲି ଗଡ୍‌କରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଶୋକ ଲାଭାସା ଏଡିବି ଉପସଭାପତି

ନୂଆଦିଲ୍ଲୀ,୧୬।୭: ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) ନିର୍ବାଚନ ଆୟୁକ୍ତ ଅଶୋକ ଲାଭାସାଙ୍କୁ ଏହାର ଉପସଭାପତି ଭାବେ ନିଯୁକ୍ତ କରିଛି। ଘରୋଇ କ୍ଷେତ୍ର ପରିଚାଳନା ଏବଂ ଘରୋଇ...

ଭୋଡାଫୋନ୍‌କୁ ରିଫଣ୍ଡ ଲାଗି ଆଇଟି ବିଭାଗକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୪: ୨୦୧୪-୧୫ ଆସେସମେଣ୍ଟ ବର୍ଷରେ ଭୋଡାଫୋନକୁ ୭୩୩ କୋଟି ଟଙ୍କାର ରିଫଣ୍ଡ ପ୍ରଦାନ କରିବା ଲାଗି ସୁପ୍ରିମକୋର୍ଟ ଆୟକର ବିଭାଗ(ଆଇଟି)କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୪-୧୫ ଠାରୁ...

ଭାରତୀୟ କମ୍ପାନୀରେ ଅଂଶଧନ କିଣୁଛି ଚାଇନା ବ୍ୟାଙ୍କ

ମୁମ୍ବାଇ,୮।୭ : ଚାଇନା ସେନାର ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଦୁଇ ଦେଶର ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ଭାରତରେ ଚାଇନା...

ଶ୍ୟାମ ସୁନ୍ଦର ନାରଙ୍ଗ ଆଇଓବିର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୮-୬: ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ଭୁବନେଶ୍ୱରସ୍ଥିତ କ୍ଷେତ୍ରୀୟ କାର୍ଯ୍ୟାଳୟର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଶ୍ୟାମ ସୁନ୍ଦର ନାରଙ୍ଗ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ...

ଟୁଇଟରରେ ମୋଦି ଏକ ନମ୍ବର

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟ୍‌ ଉପରେ ପ୍ରତିବନ୍ଧକ ଲାଗିଛି। ଫଳରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ନୂଆ ରେକର୍ଡ...

ପୁଣି ଫେରିଲା ନୋକିଆ ୫୩୧୦

ନୂଆଦିଲ୍ଲୀ,୧୮।୬: ଏଚ୍‌ଏମ୍‌ଡି ଗ୍ଲୋବାଲ ପକ୍ଷରୁ ଭାରତ ବଜାର ଲାଗି ନୂଆ ନୋକିଆ ୫୩୧୦ ଶୁଭାରମ୍ଭ କରାଯାଇଛି। ମୂଳ ନୋକିଆ ୫୩୧୦ ଏକ୍ସପ୍ରେସ ମ୍ୟୁଜିକକୁ ନୂଆ କରି...

ଅତି ଧନୀଙ୍କ ଟିକସ ବୃଦ୍ଧି ପାଇଁ ସୁପାରିସ

ନୂଆଦିଲ୍ଲୀ,୨୭।୪: କୋଭିଡ୍‌-୧୯ ବିରୋଧରେ ଲଢ଼େଇ ଲାଗି ସରକାର ସୁପର ରିଚ୍‌ ବା ଅତି ଧନୀଙ୍କ ଉପରେ ଟିକସ ବଢାଇପାରନ୍ତି। ସେହିଭଳି ବିଦେଶୀ କମ୍ପାନୀଗୁଡିକ ଉପରେ ଲାଗୁ...

ଏବେ ବାଇକ୍‌-କାର୍‌ ପାଇଁ କରିହେବ ନୋମିନି…

ନୂଆଦିଲ୍ଲୀ,୨୦।୫: ବ୍ୟାଙ୍କରେ ଖାତା ଖୋଲିବା ସମୟରେ ନୋମିନିର ଆବଶ୍ୟକତା ପଡ଼ିଥାଏ। ଏଭଳି ନିୟମ ଏବେ ବାଇକ୍‌ ଅବା କାର୍‌ ପାଇଁ ମଧ୍ୟ କରାଯାଇପାରିବ। କେନ୍ଦ୍ରୀୟ ମୋଟର...

Advertisement


Archives

Model This Week