Posted inଜାତୀୟ

ବିଶ୍ୱବିଦ୍ୟାଳୟ ନାମଲେଖାରେ ହେବ ଆପ୍ଟିଚ୍ୟୁଡ୍‌ ଟେଷ୍ଟ୍‌ !

ନୂଆଦିଲ୍ଲୀ,୨୬।୧୨: ଏଣିକି ବିଶ୍ୱବିଦ୍ୟାଳୟ ନାମଲେଖା ସମୟରେ ଶିକ୍ଷାର୍ଥୀଙ୍କ ଆପ୍ଟିଚ୍ୟୁଡ୍‌ ଟେଷ୍ଟ୍‌ କରାଯିବ। ଫଳରେ କଟ୍‌ଅଫ୍‌ ମାର୍କ ନେଇ ଶିକ୍ଷାର୍ଥୀଙ୍କ ଉପରେ ବୃଦ୍ଧି ପାଉଥିବା ଚାପରୁ ମୁକ୍ତି ମିଳିପାରିବ। ଏନେଇ ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଅଣ୍ଡର ଗ୍ରାଜୁଏଟ୍‌ ପାଠ୍ୟକ୍ରମ ପାଇଁ କମନ ଏଣ୍ଟ୍ରାନ୍ସ୍‌ ଟେଷ୍ଟ୍‌ ଲାଗୁ କରାଯିବାର ସମ୍ଭାବନା ରହିଛି। ସରକାରଙ୍କ ପକ୍ଷରୁ ଏନେଇ ପ୍ରସ୍ତୁତି ଆରମ୍ଭ ହେବା ସହିତ ଏକ ୭ ଜଣିଆ କମିଟି ଗଠନ କରାଯାଇଛି। କମିଟି ଏଣ୍ଟ୍ରାନ୍ସ୍‌ ଟେଷ୍ଟ୍‌ରସ୍ତର ଏବଂ ପାଟର୍ନ ପ୍ରସ୍ତୁତ କରିବେ। ୨୦୨୧-୨୨ ଶିକ୍ଷାବର୍ଷଠାରୁ ଏହାକୁ ଲାଗୁ କରିବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲିଣି ସଜବାଜ

ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL…

ରିଆଙ୍କ ୧.୩୫ କୋଟିର ଝୁମ୍‌କା ଗାଏବ୍‌

ଅଭିନେତା ଅନିଲ କପୁରଙ୍କ ସାନ ଝିଅ ପ୍ରଯୋଜିକା ରିଆ କପୁରଙ୍କ ଝୁମ୍‌କା ଚୋରି ହୋଇଯାଇଛି। ମେଟ ଗାଲା ଇଭେଣ୍ଟ ପାଇଁ ସେ ଭଡ଼ା ନେଇଥିବା ହୀରା ଏବଂ…

ଆମେରିକାର ଟାର୍ଗେଟରେ କିଏ? ଏହି ଦେଶ ଉପରେ ଆଟାକ୍ ନେଇ ଟ୍ରମ୍ପଙ୍କ ଖୁଲାସା

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଭେନେଜୁଏଲା ଏବଂ ଇରାନ ପରେ କ୍ୟୁବା ମଧ୍ୟ ଆମେରିକାର ରଣନୈତିକ ପ୍ରାଥମିକତା ମଧ୍ୟରୁ ଗୋଟିଏ ହୋଇପାରେ। ଏକ…

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ‘ଖାଲି ତିଖିରୀ ନା ସବୁ’

ଭୁବନେଶ୍ୱର,୨୦।୬(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶୁକ୍ରବାର ପ୍ରଦୀପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି,…

ଟ୍ରେନରେ ବିନା ଟିକେଟରେ ଯାତ୍ରା କଲେ ଦେବାକୁ ହେଲେ ଏତିକି ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୨୦।୬: ରେଳ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୁଦ୍ଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଫଳସ୍ୱରୂପ, ରେଳ ସମ୍ପର୍କିତ ଅପରାଧ ଏବଂ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣା: ଆଉ ଜଣେ ଗିରଫ

ମହାକାଳପଡ଼ା, ୨୦।୬( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣାରେ ପୋଲିସକୁ ଆଉ…

ପରକୀୟା ପ୍ରୀତି ପାଇଁ ରାଜଧାନୀରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର, ୨୦/୬: ରାଜଧାନୀ ଭୁବନେଶ୍ୱରରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଗାଡ଼କଣ ଶ୍ରୀ ସାଇ ବିହାର ଅଞ୍ଚଳରେ…

ଆଦିବାସୀଙ୍କ ଧର୍ମପୀଠରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂଜାର୍ଚ୍ଚନା, ରାଷ୍ଟ୍ରପତିଙ୍କ ସହ ଏକାଠି କଲେ ଦର୍ଶନ

ବାରିପଦା, ୨୦।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀ ସମାଜର ଆସ୍ଥା ଓ ପରମ୍ପରାର ପ୍ରତୀକ ପାହାଡ଼ପୁରସ୍ଥିତ ଗୋଷାଣୀ ପୀଠରେ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri