ଆହୁରି ୨୪ ଘଣ୍ଟା ରହିବ କୋହଲା ପାଗ

ଭୁବନେଶ୍ବର, ୨୦।୨: ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପାଗ କୋହଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୂଚନା ଯୋଗ୍ୟ, କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ କୋରାପୁଟ ଜିଲାର ଲମତାପୁଟରେ ବର୍ଷାର ପରିମାଣ ଅଧିକ ରହିଛି। ଏପରି କି କଳାହାଣ୍ଡି, ସୋନପୁର, ରାୟଗଡ଼ା କୋରାପୁଟ, ମାଲକାନଗିରି, ଦେବଗଡ଼, ନୂଆପଡ଼ା ଆଦି ଜଲାର କିଛି କିଛି ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼, କନ୍ଧମାଳ, ଗଜପତି ଓ ବଲାଙ୍ଗୀର ଜିଲାର କିଛି ସ୍ଥାନରେ ବର୍ଷା ହେବା ସହ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି। ସେହିଭଳି ଭୁବନେଶ୍ବର ଓ ସଂଲଗ୍ନ ଅଞ୍ଚଳରେ ପାଗ ମେଘୁଆ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ: ୩୦୦ ଗ୍ରାମ ବ୍ରାଉନସୁଗାର ଓ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କମିଶନରେଟ ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ କୁମାର ପଣ୍ଡା। ୫ବର୍ଷ ଧରି ପୋଲିସ ଆଖିରେ ଧୂଳି ଦେଇ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ...

ମୁଣ୍ଡବିହୀନ ମହିଳାଙ୍କ ମିଳିଲା ପରିଚୟ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଭୁବନେଶ୍ୱର ବହୁଚର୍ଚ୍ଚିତ ମୁଣ୍ଡବିହୀନ ମହିଳାଙ୍କ ମୃତଦେହ ମିଳିବା ଘଟଣା ନେଇ ଏବେ ଖୋଳତାଡ ହେଉଛି। ମୃତ ମହିଳାଙ୍କ ପରିବଚୟ ମିଳିଥିବା ସୂଚନା ଦେଇଛି କମିଶନରେଟ୍‌...

ବାତ୍ୟାଞ୍ଚଳ ପରିଦର୍ଶନ କରିବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୩୦।୫(ବ୍ୟୁରୋ): କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବାତ୍ୟା ‘ୟାସ’ରେ ପ୍ରଭାବିତ ଓଡ଼ିଶାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବେ। ଏହି ସର୍ଭେ ଆକାଶ ମାର୍ଗରୁ...

ରାଜ୍ୟରେ ସୁସ୍ଥ ହେଲେ ୩୧୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୨୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୨୧୫, କଟକରୁ ୨୦୨,...

କମ୍ପାନୀ ସିଇଓ ଆଶା ଦେଖାଇ ୨୦ଲକ୍ଷ ଲୁଟ୍‌

ଭୁବନେଶ୍ୱର,,୨୬।୭(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ଯୋଗୁ ଲକ୍ଷ ଲକ୍ଷ ଲୋକ ଚାକିରି ହରାଇଛନ୍ତି। ବହୁ ଶିକ୍ଷିତ ଯୁବତୀଯୁବକ ବାହାର ରାଜ୍ୟ ଓ ଦେଶରୁ ଘରକୁ ଫେରି...

ଚକରା ଗ୍ୟାଙ୍ଗର ୨ ଲୁଟେରାଙ୍କ ସମେତ ୫ ଗିରଫ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ଲୁଟପାଟ୍‌ କରି ଏହାକୁ ବିକ୍ରି କରୁଥିବା ଗ୍ୟାଙ୍ଗକୁ ତମୋଣ୍ଡା ଥାନା ପୋଲିସ ଗିରଫ କରିଛି । ଏଥିରେ ୨...

ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାର ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ବିଧାନସଭା ଆରମ୍ଭରେ ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ...

ଲିଙ୍ଗରାଜ ହାଇସ୍କୁଲରୁ ଚୋରି

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ଥାନା ନିମିନା ଗ୍ରାମପଞ୍ଚାୟତ ସାନବରଗଁାସ୍ଥିତ ଲିଙ୍ଗରାଜ ହାଇସ୍କୁଲରୁ ରବିବାର ରାତିରେ ଚୋରି ହୋଇଛି। ସ୍କୁଲ ମୁଖ୍ୟ ଫାଟକ ଓ ଅଫିସ ଗୃହ...

Advertisement
Archives

Model This Week