ସପ୍ତାହ ମଧ୍ୟରେ ୨ ଲଘୁଚାପ: ଆସନ୍ତାକାଲି ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୧ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ୧୩ଟି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହି ଜିଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଆଦି। ସେହିପରି ୧୨ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସ୍ଥିତି ସାଙ୍ଘାତିକ: ସୁରଟରୁ ସୁନାମି ଭଳି ଆସୁଛନ୍ତି କରୋନା ପଜିଟିଭ୍‌

ବ୍ରହ୍ମପୁର ଅଫିସ,୯।୫ – ବିଶ୍ୱରେ କରୋନା ଭୁତାଣୁ ଏବେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ରାଷ୍ଟ୍ର ସମୁଦାୟ ଭୟଭୀତ ହେବା ସହ ଆଶା ଆଶଙ୍କାରେ...

୨୯ ଯାଏ ତାତି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ରାଜ୍ୟ । ଆସନ୍ତା ୨୯ ଯାଏ ରାଜ୍ୟରେ ତାତି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ...

ଓଡ଼ିଆ ପ୍ରତି କେନ୍ଦ୍ର ସାହିତ୍ୟ ଏକାଡେମିର ବୈମାତୃକ ମନୋଭାବ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଜାତୀୟ ସାହିତ୍ୟ ଉତ୍ସବ ଆୟୋଜିତ ହୋଇଛି। ନୂଆଦିଲ୍ଲୀଠାରେ ଗତ ୨୪...

ଆସିକା ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ମାମଲା: ପୋଲିସ ଏନ୍‌କାଉଣ୍ଟରରେ ୨ ମୁଖ୍ୟ ଅଭିଯୁକ୍ତ ଗିରଫ, ମାଷ୍ଟରମାଇଣ୍ଡଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧ା୬- ଆସିକା କଂଗ୍ରେସ ବିଧାୟକ ର୍ପ୍ରାଥୀ ମନୋଜ ଜେନାଙ୍କୁ ଗତ ୨୨ ତାରିଖ ରାତ୍ର ସାଢ଼େ ୯ଟା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଜାତୀୟ...

ବାମଗୋଡ, ପେଟ ଓ କାନ୍ଧରେ ବାଜିଥିଲା ୪ ଗୁଳି

ବାଲେଶ୍ୱର ଅଫିସ/ସିମୁଳିଆ,୨୪।୭: ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ନିହତ ହୋଇଛନ୍ତି। ଶନିବାର ଅପରାହ୍ନ ପ୍ରାୟ ୩ଟା ୨୦। ଚୌଦ୍ୱାର ଜେଲ୍‌ରୁ ସେକ୍‌ ହାଇଦରଙ୍କୁ...

ଫୁଲବାଣୀରେ ହେବ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଜନ୍ମଦିନ ଅବସରରେ ନୂଆ ଘୋଷଣା କରିଛନ୍ତି। ଏହି ଘୋଷଣା ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବ। ରାଜ୍ୟର...

ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପଶିଲା ପାଣି

ପୁରୀ ଅଫିସ,୧୭।୮ – ହୀରାକୁଦ ଗେଟ୍‌ ଖୋଲାଯିବା ପରେ ମହାନଦୀରେ ପ୍ରବାହିତ ହେଉଛି ବନ୍ୟା ପାଣି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି।...

ଆକଳନ କରିପାରୁ ନାହାନ୍ତି ସିଡିଏମ୍‌ଓ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କୋଭିଡ୍‌-୧୯ର ଦ୍ୱିତୀୟ ଲହର ସମଗ୍ର ଦେଶରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତର ପ୍ରଦେଶ, ଛତିଶଗଡ଼ ଭଳି ରାଜ୍ୟରେ ଗୁରୁତର ସଂକ୍ରମିତଙ୍କୁ...

Advertisement
Archives

Model This Week