ଝଡ଼ତୋଫାନ ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର,୩୦।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ସତର୍କ ସୂଚନା ଜାରି କରାଯାଇଛି। କାଳବେଶାଖୀ ସମ୍ଭାବନା ଥିବା ଜିଲାଗୁଡିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼ କେନ୍ଦୁଝର, ମୟୁରଭଞ୍ଜ ଓ ରାୟଗଡ଼ା ରହିଛି। ଏହିସବୁ ଜିଲାରେ ଝଡତୋଫାନ ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି।

ଜୁଲାଇ ୧ରୁ ୨ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୋଳ, କଟକ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ କାଳବୈଶାଖୀ ପ୍ରଭାବରେ ଝଡତୋଫାନ ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri