୨୪ ଘଣ୍ଟାରେ ଏସବୁ ଜିଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର,୨୪।୭: ରାଜ୍ୟର ବିଭିନ୍ନ ଜିଲାରେ ଆଉ ୫ ଦିନ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ରବିବାର ସତର୍କ ସୂଚନା ଜାରି କରିଛି। ଏହିପରି କି ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଉକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି।

ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଜିଲାରେ ବର୍ଷା ସମ୍ଭାବନା ରହିଛି। ୨୬ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ସମ୍ଭାବନା ରହିଛି। ଏନେଇ ସମ୍ପୃକ୍ତ ଜିଲାବାସୀଙ୍କୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ କୁହାଯାଇଛି। ଏନେଇ ଉକ୍ତ ଜିଲାଗୁଡିକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ରବିବାର ମାଲକାନଗିରିରେ ସର୍ବାଧିକ ୩୩.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୨ ଡିଗ୍ରୀ ରହିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀ ୧୩ରେ ଆଇଏସ୍‌ସି, ୨୭ରୁ ଆଇସିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର,୨।୧୨(ବ୍ୟୁରୋ): କାଉନ୍‌ସିଲ ଫର୍‌ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଆଇସିଏସ୍‌ଇ ଦଶମ...

ଝାରପଡ଼ା ଜେଲରେ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଝାରପଡ଼ା ଜେଲରେ କଏଦୀଙ୍କୁ ଦିଆଯାଉଛି ଅକଥନୀୟ ନିର୍ଯାତନା। ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ ସହ ଓ୍ବାର୍ଡରମାନେ ସଂଘବଦ୍ଧ ଭାବେ ମାଡ଼ ମାରୁଛନ୍ତି। ଏନେଇ ଜେଲରେ ଥିବା...

ସଂସ୍କୃତି ବିଭାଗରେ ଅଚଳାବସ୍ଥା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ୪ ଗୁରୁତ୍ୱପୂର୍ଣ୍ଣ ଏକାଡେମୀରେ ମାଳ ମାଳ ପଦବୀ ଖାଲି। କେଉଁଠି ସଭାପତି ନାହାନ୍ତି ତ...

ବାରବାଟୀ-କଟକ ନିର୍ବାଚନୀ ମାମଲା: ପିଟିଶନ ଖାରଜ କରିବାକୁ ଯୁକ୍ତି

କଟକ ଅଫିସ,୧୯।୧୨ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି। ତେଣୁ ତାଙ୍କ ସଭ୍ୟପଦକୁ ରଦ୍ଦ କରିବା ପାଇଁ ପରାଜିତ ପ୍ରାର୍ଥୀ...

୩୦ ମିନିଟରେ ସରିଲା ରଥଯାତ୍ରା ସମୀକ୍ଷା ବୈଠକ: ରଥଯାତ୍ରା ପାଇଁ ୩ଦିନ ନିଃଶୁଳ୍କ ରହିବ ଟୋଲ୍‌ ଗେଟ୍‌

ପୁରୀ ଅଫିସ, ୨୯ା୬: ରଥଯାତ୍ରା ଦେଖିବା ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତ ଆସିବେ। ଶ୍ରଦ୍ଧାଳୁମାନଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା, ରହଣି ଓ ଯାତାୟାତ ଉପରେ...

ବିଜେପୁର ଏନ୍‌ଏସିରେ ବିଜେଡିର ବାଇକ ରାଲି

ବିଜେପୁର,୧୯।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାରର ଶନିବାର ଅନ୍ତିମ ଦିବସ। ତିନି ଦଳର ହେଭିଓ୍ବେଟ ନେତା ତିନି ବ୍ଲକ୍‌ରେ ପ୍ରଚାର କରିଥିଲେ। ଯେଉଁ ଅଞ୍ଚଳରେ...

ଶିଶିର ସରସ-୨୦୨୦: ଜାନୁୟାରୀ ୪ରୁ ଆରମ୍ଭ, ୧୧ ଦିନ ଚାଲିବ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆସନ୍ତାବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ଜାତୀୟସ୍ତରୀୟ ମେଳା ‘ଶିଶିର ସରସ’। ଏହି ମେଳା ଜାନୁୟାରୀ ୪ରୁ ୧୪ ତାରିଖ ଯାଏ ଭୁବନେଶ୍ୱର...

ରାଜ୍ୟରେ ଆଉ ୪ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

Advertisement
Archives

Model This Week