୩ରୁ ପୁଣି ବର୍ଷା

ଭୁବନେଶ୍ୱର, ୧।୮(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଓ ପଶ୍ଚିମବଙ୍ଗ ଅତିକ୍ରମ କରି ଏବେ ଦକ୍ଷିଣ-ପଶ୍ଚିମ ବିହାର ଉପରେ ରହିଛି। ଆସନ୍ତା ୨ ଦିନରେ ଏହା ଉତ୍ତର ପ୍ରଦେଶ ଆଡ଼କୁ ଗତି କରି କ୍ରମଶଃ ଦୁର୍ବଳ ହୋଇଯିବ। ଫଳରେ ଓଡ଼ିଶାରେ ବର୍ଷା କମିବା ସହ ପାଗ ବଦଳିବା ଆରମ୍ଭ କରିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଅନ୍ୟପକ୍ଷରେ ଆଗାମୀ କିଛିଦିନ ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ ଓ ଦକ୍ଷିଣ ଉତ୍ତର ପ୍ରଦେଶରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୩ ତାରିଖରୁ ରାଜ୍ୟର କିଛି ଜିଲାରେ ପୁଣି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୩ରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଏବଂ ୪ରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri