Posted inଜାତୀୟ

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ହେବ ନାହିଁ ପରୀକ୍ଷା: ଆସାଇନମେଣ୍ଟ ଆଧାରରେ ହେବ ପ୍ରମୋଶନ

ନୂଆଦିଲ୍ଲୀ,୨୫ ।୨: ରାଜଧାନୀ ଦିଲ୍ଲୀର ସରକାରୀ ଓ ସରକାରୀ ସହାୟତା ପ୍ରାପ୍ତ ସ୍କୁଲରେ ପଢୁଥିବା ତୃତୀରୁ ଅଷ୍ଟମ ଶ୍ରେଣୀର ପିଲାଙ୍କ ପାଇଁ ଚଳିତ ବର୍ଷ ପରୀକ୍ଷା କରାଯିବ ନାହିଁ । ଏମାନଙ୍କୁ ‘ନୋ ଡିଟେନଶନ ପଲିସି’ ଆଧାରରେ ଉପର କ୍ଲାସକୁ ପ୍ରମୋଶନ ଦିଆଯିବ । ବାର୍ଷିକ ପରୀକ୍ଷା ବଦଳରେ ଏମାନଙ୍କ ମୂଲ୍ୟାୟନ ଆଶାଇନମେଣ୍ଟ ଓ ୱର୍କସିଟ୍ ଆଧାରରେ କରାଯିବ । ସୂଚନାଯୋଗ୍ୟ, କରୋନା ମହାମାରୀ କାରଣରୁ ପାଖାପାଖି ୧ବର୍ଷ ହେବ ସ୍କୁଲ ବନ୍ଦ ରହିଛି । ୨୦୨୦ରେ ବି ପିଲାମାନଙ୍କ ଏହିଭଳି ଭାବେ ପ୍ରମୋଶନ ଦିଆଯାଇଥିଲା । ଶିକ୍ଷା ନିର୍ଦ୍ଦେଶାଳୟ ବି ଏହାକୁ ନେଇ ନିର୍ଦ୍ଦେଶ ଜାରି କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri