ରାଜଧାନୀର କୌଣସି ଛାତ ଉପରେ ରହିବନି ହୋର୍ଡିଂ

ଭୁବନେଶ୍ୱର,୮ା୪(ବ୍ୟୁରୋ): ଏଣିକି ରାଜଧାନୀର କୌଣସି ଛାତ ଉପରେ ଆଉ ହୋର୍ଡିଂ ରହିବନି ବୋଲି ଭୁବନେଶ୍ୱର ମହାନଗର ନିଗମ ନିଷ୍ପତ୍ତି ନେଇଛି। ପୂର୍ବରୁ ହୋର୍ଡିଂ ହଟାଇବା ପାଇଁ ବିଏମ୍‌ସି ପକ୍ଷରୁ ଅନେକ ଥର ନୋଟିସ ଜାରି କରାଯାଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇପାରିନାହିଁ। ଫଳରେ ଅସୁରକ୍ଷିତ ହୋର୍ଡିଂକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। କେବଳ ଏତିକି ନୁହେଁ, ଏହି ବେନିୟମ ହୋର୍ଡିଂ ଯୋଗୁ ବିଏମସିକୁ ମଧ୍ୟ ରାଜସ୍ବ କ୍ଷତି ସହିବାକୁ ପଡୁଥିଲା। ହୋର୍ଡିଂ ହଟାଇବା ପାଇଁ ଏକ ଘରୋଇ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି। କେବଳ ହୋର୍ଡିଂ ନୁହେଁ, ଘରର ଛାତ ଉପରେ ଲାଗିଥିବା ବେନିୟମ ଟାଓ୍ବାର, ବିଦ୍ୟୁତ ଖୁଣ୍ଟ, ପ୍ରାଚୀରରେ ଲାଗୁଥିବା ବିଜ୍ଞାପନ ସହରର ସୌନ୍ଦର୍ଯ୍ୟ ନଷ୍ଟ କରୁଛି। ତେଣୁ ବିଏମ୍‌ସି ପକ୍ଷରୁ ଏପରି କଡ଼ା ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ…

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri