ଆଜି ହେବନି ଓଜେଇଇ କାଉନସେଲିଂ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା) ପକ୍ଷରୁ କାଉନସେଲିଂ ପ୍ରକ୍ରିୟା ବିଳମ୍ବ ହେବ। ଜାତୀୟ ସ୍ତରରେ ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ ପ୍ରକାଶ ନ ପାଇବା ଓ ଅନ୍ୟ କିଛି ପ୍ରମୁଖ ପ୍ରବେଶିକା ପରୀକ୍ଷା ବାକି ରହିଥିବାରୁ କାଉନସେଲିଂ ପ୍ରକ୍ରିୟା ବିଳମ୍ବରେ ଆରମ୍ଭ କରିବା ପାଇଁ ଓଜେଇଇ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ତେବେ ପୂର୍ବରୁ ଅଗଷ୍ଟ ୧୦ ତାରିଖ ଅର୍ଥାତ୍‌ ବୁଧବାରଠାରୁ କାଉନସେଲିଂ ଆରମ୍ଭ କରିବା ପାଇଁ ଓଜେଇଇ ଘୋଷଣା କରିଥିଲା। ହେଲେ ଏବେ ଏହି ପ୍ରକ୍ରିୟା ବିଳମ୍ବ ହେବ ବୋଲି ଦର୍ଶାଯାଇଛି। ତେବେ ସେପ୍ଟେମ୍ବରରେ କାଉନସେଲିଂ ଆରମ୍ଭ ହେବ ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା ଅଫିସ,୨୮।୧୨: ଜାନୁୟାରୀ ୨ ରୁ ୧୧ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରହିବ। ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ଭିତରକନିକାରେ କୁମ୍ଭୀର...

ବସନ୍ତପୁର ପ୍ରାଥମିକ ବିଦ୍ୟାଳୟ: ଶିକ୍ଷକ ନ ଥିବାରୁ ତାଲା ପକାଇଲେ ଗ୍ରାମବାସୀ

ପୁରୁଣା ଭୁବନେଶ୍ୱର,୧୧।୮(ଡି.ଏନ.ଏ.): ଭୁବନେଶ୍ୱର ଉପକଣ୍ଠ ବସନ୍ତପୁର ଶାସନର ଗ୍ରାମବାସୀ ବସନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କ ପାଠ ପଢାଇବାକୁ ଶିକ୍ଷକଙ୍କ ସଂଖ୍ୟା କମ୍‌ ଥିବାରୁ ଶନିବାର ତାଲା...

ପୁଣି ସ୍କୁଲ ବ୍ୟାଗ୍‌ ତାଗିଦ: ଜିଲାପାଳଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ଓଜନ କମ୍‌ ପ୍ରସଙ୍ଗରେ ପୁଣି ଚିଠି ଲେଖିଛି ଗଣଶିକ୍ଷା ବିଭାଗ। ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଶୁକ୍ରବାର ଚିଠି ଲେଖି ଗଣଶିକ୍ଷା...

ପିଲାଙ୍କ ସୁରକ୍ଷା ପାଇଁ ନେହୁରା ହେଲେ କ୍ୟାନସର ପୀଡ଼ିତା

କଟକ ଅଫିସ, ୧୦।୯: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସୋମବାର ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। କର୍କଟ ରୋଗରେ ପୀଡ଼ିତ ମହିଳା ମୁନି...

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୯୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦଇତାପତିଙ୍କ କରୋନା ଟେଷ୍ଟ ଆରମ୍ଭ

ପୁରୀ ଅଫିସ, ୨୭।୫(ବ୍ୟୁରୋ): ଜୁନ୍‌ ୫ରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ...

ସବୁ ଚାଷୀଙ୍କୁ ମିଳିବ ପରିଚୟପତ୍ର

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ସମସ୍ତ ଚାଷୀଙ୍କୁ କୃଷକ ପରିଚୟପତ୍ର ଦିଆଯିବ। ଏଥିପାଇଁ କୃଷକ ଓଡ଼ିଶା କାର୍ଯ୍ୟକ୍ରମରେ ରାଜ୍ୟର ୭୬ ଲକ୍ଷ ଚାଷୀଙ୍କୁ ନେଇ କୃଷକ ଡାଟାବେସ୍‌ ଆରମ୍ଭ...

ବିଜେଡି ନେତାଙ୍କ ଘରକୁ ବୋମା ମାଡ଼

କାମାକ୍ଷାନଗର, ୧୯।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନଏସି ୨ନଂ. ଓ୍ବାର୍ଡରେ ରହୁଥିବା ବିଜେଡି ନେତା ତଥା ଠିକାଦାର କାହ୍ନୁ ସାହୁଙ୍କ ଘର ଉପରକୁ ସୋମବାର ବିଳମ୍ବିତ...

Advertisement
Archives

Model This Week