ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଏନେଇ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ହାଇକୋର୍ଟ। କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ ସମେତ ୫ଟି ପିଟିଶନ ହାଇକୋର୍ଟରେ ଦାୟର ହୋଇଥିଲା। ଆବେଦନକାରୀ କରୋନା କଟକଣା ଭିତରେ ରଥଯାତ୍ରା ନେଇ ଅନୁମତି ଦେବାକୁ ଦର୍ଶାଇଥିଲେ।

ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମା ଅନୁସାରେ କେବଳ ପୁରୀରେ ରଥଯାତ୍ରା ହେବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ କେବଳ ପୁରୀର ବିନା ଭକ୍ତରେ ରଥଯାତ୍ରା ପାଇଁ ଅନୁମତି ଦିଆଯାଇଛି । କରୋନା କଟକଣା ଭିତରେ ସମସ୍ତ ଆୟୋଜନ ହେବ।

କୋଭିଡ୍‌ ରିପୋର୍ଟ ନେଗେଟିଭ୍‌ ଥିବା ସେବାୟତ, ପୋଲିସ କର୍ମଚାରୀ ଓ ଶ୍ରୀମନ୍ଦିର ପ୍ରଶାସନ କର୍ମକର୍ତ୍ତାଙ୍କୁ ନେଇ ରଥଯାତ୍ରାକୁ ଅନୁମତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଟ୍‌ ଖାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ

ବାରଙ୍ଗ,୧୧।୯ (ଡି.ଏନ୍‌.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ଗଣ୍ଡରପୁର ଗ୍ରାମ ହାଇସ୍କୁଲ ଛକରେ ଥିବା ଏକ ଚାଟ୍‌ ଦୋକାନରେ ଚାଟ୍‌ ଖାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ...

ଜନତା କର୍ଫ୍ୟୁ ସମର୍ଥନରେ ବାଲୁକା ଶିଳ୍ପୀ ମାନସ କୁମାରଙ୍କ ସ୍ୟାଣ୍ଡ ଆନିମେଶନ

ପୁରୀ ଅଫିସ,୨୨।୩: ମହାମାରୀ କରୋନାକୁ ନେଇ ଏବେ ସବୁଠି ଆତଙ୍କ। ସମଗ୍ର ବିଶ୍ୱ କରୋନା ସହିତ ଲଢ଼େଇ କରୁଥିବାବେଳେ ଭାରତ ବି ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି।...

ନଦୀରେ ନିଖୋଜ ଯୁବତୀଙ୍କ ମୃତଦେହ ଉଦ୍ଧାର

ଶେରଗଡ଼/ହିଞ୍ଜିଳିକାଟୁ,-୨୭ା୮(ଡି.ଏନ୍‌.ଏ.)-ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ରବିବାର ଖୁଦୁରୁକୁଣୀ ଓଷା ପାଇଁ ବାଲୁଙ୍କା ପୂଜା କରିବାକୁ ଯାଇ ଋଷିକୂଲ୍ୟା ନଦୀରେ ଭାସିଯାଇ ନିଖୋଜ ଥିବା...

୧୦ ସେକେଣ୍ଡରେ ସାନିଟାଇଜ୍‌: ଚର୍ଚ୍ଚାରେ ଦୁଇ ଭାଇ

ବାରିପଦା ଅଫିସ, ୧୫ା୪-ଏବେ କରୋନାକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ଏହି ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ବିିିଭିନ୍ନ ସ୍ତରରେ ପଦକ୍ଷେପ ନିଆଯାଉଛି। ଏହିଭଳି ଘଡିସନ୍ଧି...

୫ ପିଲାର ବାପା କରୁଥିଲେ ଦ୍ୱିତୀୟ ବିବାହ: ତା ପରେ…

ବଲାଙ୍ଗୀର ଅଫିସ,୨୪ା୭- ବଲାଙ୍ଗୀର ସହର ଶାନ୍ତିପଡାରେ ଗୁରୁବାର ଜଣେ ଯୁବତୀଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା କନ୍ୟାଘର ଲୋକେ ବରପକ୍ଷଙ୍କୁ ସ୍ବାଗତ କରିବା...

ବିଜେଡି କେବଳ ମିଥ୍ୟା ପ୍ରତିଶ୍ରୁତି ଦିଏ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ):  ରାଜ୍ୟରେ ଶାସନ କରିବା ପାଇଁ ଓଡ଼ିଶାର ଜନତା ନବୀନବାବୁଙ୍କୁ ଭୋଟ ଦେଇଛନ୍ତି। କିନ୍ତୁ ଏଠି ସରକାରୀ ବାବୁମାନେ ଶାସନ କରୁଛନ୍ତି। କୋଇଲା, ଜଙ୍ଗଲ, ଚିଟ୍‌ଫଣ୍ଡ,...

ଜିରୋ ନାଇଟରେ ହୋଟେଲରେ ଅଶ୍ଳୀଳ ନୃତ୍ୟ: ବିରୋଧ କରିବେ କଳିଙ୍ଗସେନା, ବଜରଙ୍ଗ ଦଳ

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ନୂଆବର୍ଷକୁ ଆଇ ଅଳ୍ପ ଦିନ ବାକି ଥିବାବେଳେ ସେଲିବ୍ରେଶନ ପାଇଁ ରାଜଧାନୀବାସୀ ଏବେଠୁ ପ୍ରସ୍ତୁତ ହେଲେଣି। ୨୦୧୯କୁ ବିଦାୟ ଦେଇ ଜିରୋ ନାଇଟ୍‌ରେ...

ଶିଶୁପାଳଗଡ଼ କୀର୍ତ୍ତିରାଜି ବିପନ୍ନ: ଆଇନଜୀବୀଙ୍କ ପକ୍ଷରୁ ବିଡିଓ, ବିଏମ୍‌ସି କମିଶନରଙ୍କୁ ନୋଟିସ

ପୁରୁଣା ଭୁବନେଶ୍ୱର, ୩୧ା୮(ଡି.ଏନ.ଏ.): ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତା ମନୋଭାବ ଯୋଗୁ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ବିଭିନ୍ନ କୀର୍ତ୍ତିରାଜି ବିପନ୍ନ ହେବାକୁ ବସିଛି। ତନ୍ନମଧ୍ୟରୁ ଶିଶୁପାଳଗଡ ଅନ୍ୟତମ।...

Advertisement


Archives

Model This Week