ରହିବନି ଷ୍ଟ୍ରେଚ୍‌ମାର୍କ

ଚନ୍ଦନ ପ୍ୟାକ୍‌ : ଚନ୍ଦନରେ ରହିଛି ଅନେକ ଉପକାରୀ ଗୁଣ। ତେଣୁ ଏହା ଏକ ଆୟୁର୍ବେଦିକ ବିୟୁଟି ପ୍ରଡକ୍ଟ ଭାବେ ମଧ୍ୟ ପରିଚିତ। ପେଟରେ ହେଇଥିବା ଷ୍ଟ୍ରେଚ୍‌ ମାର୍କ ଦୂର କରିବା ପାଇଁ ମଧ୍ୟ ଏହା ବେଶ୍‌ ଉପକାରୀ। ଏଥିପାଇଁ ଘରେ ଚନ୍ଦନ ପେଡିରେ ଏହାକୁ ଘୋରି କିମ୍ବା ମାର୍କେଟ୍‌ରେ ମିଳୁଥିବା ସ୍ୟାଣ୍ଡେଲ୍‌ ପାଉଡରରେ କ୍ଷୀର ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ଷ୍ଟ୍ରେଚ୍‌ମାର୍କ ହୋଇଥିବା ସ୍ଥାନରେ ଲଗାନ୍ତୁ ଏବଂ ଶୁଖିଯିବା ପରେ ପାଣିରେ ଧୋଇ ଦିଅନ୍ତୁ। ସପ୍ତାହକୁ ୩-୪ ଥର କରନ୍ତୁ।
ଆଲୋଭେରା: ଆଲୋଭେରା ଜେଲ୍‌କୁ ଦିନରେ ଦୁଇଥର ପେଟରେ ଲଗାନ୍ତୁ। କିଛି ସମୟ ପରେ ଧୋଇ ଦିଅନ୍ତୁ। ଏହାଦ୍ୱାରା ପେଟର ତ୍ୱଚା କୋମଳ ରହିବା ସହ ଷ୍ଟ୍ରେଚ୍‌ମାର୍କ ଦୂର ହେବ।
ଆଳୁ ରସ: କଳା ଦାଗ ଦୂର କରିବା ପାଇଁ ଆଳୁ ରସ ଖୁବ୍‌ ଉପକାରୀ। ଏହାକୁ ପେଟରେ ଲଗାଇ କିଛି ସମୟ ପାଇଁ ଛାଡି ଦିଅନ୍ତୁ। ଆଳୁରେ ଭରପୂର ମାତ୍ରାରେ ଆଣ୍ଟିଅକ୍ସିଡାଣ୍ଟ ଓ ଭିଟାମିନ୍‌ ସି ଅଛି, ଯାହା କଳାଦାଗ ଦୂର କରି ତ୍ୱଚା ଉଜ୍ଜ୍ୱଳ କରେ ଏବଂ ଷ୍ଟ୍ରେଚ୍‌ମାର୍କ ଦୂର କରିବାରେ ସାହାଯ୍ୟ କରେ। ପ୍ରତିଦିନ ଏହାକୁ ଲଗାଇଲେ ଶୀଘ୍ର ଆପଣଙ୍କ ସମସ୍ୟା ଦୂର ହୋଇପାରିବ।
କାକୁଡି ରସ: କାକୁଡି ରସରେ ଭିଟାମିନ୍‌ ଏ, ବି ଓ ପୋଟାସିୟମ୍‌ ବହୁ ପରିମାଣରେ ଅଛି। ଏହାକୁ ଲଗାଇଲେ ପେଟରେ ହୋଇଥିବା କଳାଦାଗ ଓ ଷ୍ଟ୍ରେଚ୍‌ମାର୍କ ଦୂର ହୋଇଥାଏ।
ନଡିଆ ତେଲ: ନଡିଆ ତେଲ ନିୟମିତ ପେଟରେ ମାଲିସ୍‌ କରିବା ଦ୍ୱାରା ପେଟର ତ୍ୱଚା ନରମ ହେବା ସହ ଷ୍ଟ୍ରେଚ୍‌ମାର୍କ ଦୂର ହୋଇଥାଏ।
ବାଦାମ: ବାଦାମ ପାଉଡର କ୍ଷୀରରେ ମିଶାଇ ପେଟରେ ଲଗାନ୍ତୁ। ବାଦାମରେ ଥିବା ଭିଡାମିନ୍‌ ଇ ତ୍ୱଚାର ରଙ୍ଗ ଉଜ୍ଜ୍ୱଳ କରିବା ସହ ଷ୍ଟ୍ରେଚ୍‌ମାକ ଦୂର କରିବାରେ ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

୯ବର୍ଷ ଧରି ଏହି ବ୍ୟକ୍ତିଙ୍କୁ ପ୍ରତିଦିନ ମାଗଣାରେ ମିଳୁଛି ପିଜା

ବ୍ରସେଲ୍ସ,୯।୬: ଜୀବନରେ ଅନେକ ସମୟରେ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ବେଳେ ବେଳେ ଏହି ସମସ୍ୟା ଆଶ୍ଚର୍ଯ୍ୟ ମଧ୍ୟ କରିଦେଇଥାଏ। କିଛି ଏଭଳି...

ଆକ୍ୱାଗାର୍ଡ ଟ୍ୟାପ ଅନ୍‌ କରି ଏମିତି ପାଣି ପିଉଛି ବିଲେଇ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

ଲଙ୍କା ଦହନ ପାଇଁ ହନୁମାନଙ୍କୁ ଶ୍ରୀରାମଙ୍କ ଆଜ୍ଞା ଥିଲା

ଗୋସ୍ବାମୀ ତୁଳସୀ ଦାସ ତ୍ରିଜଟାର ମୁହଁରେ  କୁହାଇଛନ୍ତି -‘ସପନେ ବାନର ଲଙ୍କା ଜାରି l ଜାତୁଧାନ ସେନା ସବ ମାରି l’ ଏହା ଶୁଣି ମୁଁ...

ରକ୍ତଦାନ କଲେ ଶରୀରରୁ ରକ୍ତ କମେ ନାହିଁ : ମନରୁ ଦୂର କରନ୍ତୁ ଏହି ଭ୍ରମ

କୁହାଯାଏ ରକ୍ତଦାନ ମହାପୁଣ୍ୟ। ତଥାପି ଏହାକୁ ନେଇ ଲୋକଙ୍କ ମନରେ ଭ୍ରମଧାରଣା ରହିଛି। ରକ୍ତଦାନ କଲେ ଶରୀରରୁ ରକ୍ତ କମିଯାଏ ବୋଲି ଅନେକଙ୍କ ଧାରଣା। କିଛି...

ନୋ କିସିଂ ଜୋନ୍‌, ସତ୍ୟମ୍‌ ଶିବମ୍‌ ସୁନ୍ଦରମ୍‌ ସୋସାଇଟିରେ ଲାଗିଲା ବୋର୍ଡ…

ମୁମ୍ବାଇ,୨।୮: ନୋ ସ୍ମୋକିଂ ଜୋନ୍‌, ନୋ ରେସ୍‌ ଡ୍ରାଇଭିଂ ଜୋନ୍‌, ନୋ ଲିଟରିଂ ଜୋନ୍‌ ଆଦି ସମ୍ପର୍କରେ ସଭିଏଁ ନିଶ୍ଚିତ ଜାଣିଥିବେ। ତେବେ ନୋ କିସିଂ...

ଦେଶର ୨ ବୈଜ୍ଞାନିକ ପ୍ରସ୍ତୁତ କଲେ ଖାସ୍‌ ମାସ୍କ, ମୂଲ୍ୟ ମାତ୍ର ୧୦ ଟଙ୍କା

ଦେଶରେ କରୋନା ଭାଇରସ ଦ୍ରୁତ ଗତିରେ ବୃଦ୍ଧି ପାଉଛି। କୋଭିଡ-୧୯ ପାଇଁ କୌଣସି ଔଷଧ ଏବଂ ଟିକା ଉପଲବ୍ଧ ନହେବା କାରଣରୁ ମୃତ୍ୟୁ ମଧ୍ୟ ବୃଦ୍ଧି...

ନିଜକୁ ବିବାହକଲେ ୭୭ ବର୍ଷୀୟା

ୱାଶିଂଟନ: ପ୍ରତ୍ୟେକ ବ୍ୟକ୍ତି ନିଜ ବିବାହର ସ୍ବପ୍ନ ଦେଖିଥାନ୍ତି। ସେଥିରେ ସେ ନିଜ ହିସାବରେ ବିବାହ କରିବାକୁ ଚାହିଁଥାନ୍ତି। ସେଥିପାଇଁ ଆଗରୁ ସବୁ ପ୍ଲାନ ମଧ୍ୟ...

ଭକ୍ତଙ୍କୁ ମନ୍ତ୍ରମୁଗ୍ଧ କରୁଛି କାଳିଚରଣଙ୍କ ଶିବତାଣ୍ଡବ ସ୍ତୋତ୍ର ପାଠ: ଶୁଣିଲେ ଟାଙ୍କୁରି ଉଠିବ ଲୋମ…

ଚାଲିଛି ଶ୍ରାବଣ ମାସ। ପ୍ରଭୁ ଶିବଙ୍କ ପ୍ରୀୟ ମାସ। ଏହି ମାସରେ ଭକ୍ତମାନେ ଶିବଙ୍କୁ ଆରାଧନା କରିବା ପାଇଁ ପ୍ରତ୍ୟେକ ସୋମବାର ପବିତ୍ର ପୁଷ୍କରିଣୀର ଜଳ...

Advertisement
Archives

Model This Week