୧୬ ଜିଲାରେ ହେବ ଆର୍‌ଟି-ପିସିଆର୍‌ ଟେଷ୍ଟିଂ ଲାବ୍‌

ଭୁବନେଶ୍ୱର, ୧୨ା୫(ବ୍ୟୁରୋ):ରାଜ୍ୟର ୧୬ ଜିଲାରେ ଆର୍‌ଟି-ପିସିଆର୍‌ କୋଭିଡ୍‌-୧୯ ଟେଷ୍ଟିଂ ଲାବରେଟୋରି ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଭଦ୍ରକ, ବୌଦ୍ଧ, ବରଗଡ଼, ଢେଙ୍କାନାଳ, ଗଜପତି, ଜଗତ୍‌ସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ସୋନପୁର, ସୁନ୍ଦରଗଡ଼ ଓ ରାୟଗଡ଼ା ଜିଲାର ସଦର ମହକୁମାରେ ଗୋଟିଏ ଲେଖାଏ ଆର୍‌ଟି-ପିସିଆର୍‌
ଟେଷ୍ଟିଂ ଲାବରେଟୋରି ପ୍ରତିଷ୍ଠା ହେବ। କରୋନା ସଂକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ ସହାୟକ ହେବ। ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୬ ଜିଲାରେ ଆର୍‌ଟି-ପିସିଆର୍‌ ଟେଷ୍ଟିଂ ଲାବରେଟୋରି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଆର୍‌ଟି-ପିସିଆର୍‌ ଟେଷ୍ଟିଂ ଲାବରେଟୋରି ଗୋଟିଏ ଖୋଲିବା ପାଇଁ ପ୍ରାୟ ୧.୨୦କୋଟି ଖର୍ଚ୍ଚ ହେବ। ଏହି ଟେଷ୍ଟିଂ ସେଣ୍ଟରଗୁଡ଼ିକ ସବୁଦିନ ଲୋକଙ୍କୁ ସେବା ଯୋଗାଇବ। ଏହି ଲାବରେଟୋରିରେ ଜଣେ ଲେଖାଏ ମାଇକ୍ରୋବାୟୋଲୋଜିଷ୍ଟ ଓ ତିନିଜଣ ଲ୍ୟାବ୍‌ ଟେକ୍ନିସିଆନଙ୍କୁ ନିୟୋଜିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାଳିଙ୍କୁ ସେବା କରିବାକୁ ସୁଯୋଗ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥତ୍ନୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ...

‘ଘରୋଇ ସ୍କୁଲ ଉପରେ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ନିଅନ୍ତୁ’

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଜାତୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୨୨ ନୂତନ ଜ୍ଞାନ କୌଶଳ ଓ ଭାରତୀୟ ସଂସ୍କୃତିକୁ ଆଧାର କରି ପ୍ରସ୍ତୁତ ହୋଇଛି। ଶିକ୍ଷା କ୍ଷେତ୍ରରେ ବିଶ୍ୱସ୍ତରରେ ଯେପରି ଭାରତ...

ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର

ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ...

୪୮ଘଣ୍ଟା ମଧ୍ୟରେ ଲଘୁଚାପ !

ଭୁବନେଶ୍ୱର,୫।୯(ବ୍ୟୁରୋ): ଆସନ୍ତା ୭ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ...

ରାଜ୍ୟରେ ୭୫୯ ଜଳ ଯୋଗାଣ ପ୍ରକଳ୍ପ ଅସମ୍ପୂର୍ଣ୍ଣ

ଯାଜପୁର ଅଫିସ,୧୪ା୨: ଜାନୁୟାରୀ ୨୦୨୧ ସୁଦ୍ଧା ରାଜ୍ୟରେ ୭୫୯ ପାଇପ୍‌ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପ ନିର୍ମାଣ ଅସମ୍ପୂର୍ଣ୍ଣ ରହିଛି । ଗ୍ରାମ୍ୟ ଜଳ ଯୋଗାଣ...

୪୦ ଗ୍ରାମ ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ଅନ୍ତର୍ଗତ ଶାନ୍ତିପଲ୍ଲୀ ବସ୍ତି ଲେଭଲ କ୍ରସିଂ ନିକଟରେ ପୋଲିସ ରବିବାର ଚଢ଼ାଉ କରି ବ୍ରାଉନସୁଗାର ବିକ୍ରି କରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ...

ବାହାର ନେତା ନିର୍ବାଚନମଣ୍ଡଳୀ ଛାଡ଼ନ୍ତୁ

ପଦ୍ମପୁର,୪।୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ୍‌ଗ୍ରହଣ ହେବ। ଏହାକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଶନିବାର...

ରାଜଧାନୀରେ ଡେଙ୍ଗୁ ସକ୍ରିୟ, ରୋଗୀ ସଂଖ୍ୟା ୨ହଜାର ଟପିଲା

ଭୁବନେଶ୍ୱର,୨୦।୯ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଏବେ ଡେଙ୍ଗୁ ଭୂତାଣୁ ସକ୍ରିୟ ରହିଛି। ସହରର ସବୁ ଅଞ୍ଚଳକୁ ଡେଙ୍ଗୁ ବ୍ୟାପିଯାଇଥିବାବେଳେ ରୋଗୀଙ୍କ ସଂଖ୍ୟା ବଢ଼ି...

Advertisement
Archives

Model This Week