ଅଶୁଭ ଚନ୍ଦ୍ରଗ୍ରହଣ! ୨୦୨୫ରେ ପଡିବ ୨ଟି ଚନ୍ଦ୍ରଗ୍ରହଣ, ମାଡ଼ି ଆସିବ…

ଚଳିତ ଆର୍ଥିକ ବର୍ଷରେ ଦୁଇଗୋଟି ଚନ୍ଦ୍ର ଗ୍ରହଣ ପଡୁଛି। ଉକ୍ତ ଚନ୍ଦ୍ର ଗ୍ରହଣକୁ ନେଇ କିଛି ଜ୍ୟୋର୍ତିବିଦ ଏହା ଦେଶ ପାଇଁ ଶୁଭଙ୍କର ନୁହେଁ ବୋଲି ମତ ରଖିଥିବା ବେଳେ ଅନ୍ୟ ଜ୍ୟୋର୍ତିବିଦ ପଞ୍ଜିକାରେ ସେଭଳି ଦେଶ ପ୍ରତି ଅମଙ୍ଗଳ ନଥିବା ଉଲ୍ଲେଖ ଥିବା କହିଛନ୍ତି। କିନ୍ତୁ ଗର୍ଭବତୀ ମହିଳା ମାନେ ଏହି ଗ୍ରହଣକୁ ଦର୍ଶନ କରିବା ଅନୁଚିତ।

ସେପ୍ଟେମ୍ବର ୭ ତାରିଖ ଭାଦ୍ରବ ଶୁକ୍ଳ ପୂର୍ଣ୍ଣମୀ ତିଥିରେ ପଡ଼ିବ ଚନ୍ଦ୍ର ଗ୍ରହଣ । ଏଥିସହ ଆସନ୍ତାବର୍ଷ ମାର୍ଚ୍ଚ ୩ ତାରିଖ ଦୋଳପୂର୍ଣ୍ଣିମାରେ ଆଉ ଏକ ଚନ୍ଦ୍ର ଗ୍ରହଣ ଅନୁଷ୍ଠିତ ହେବ। ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ର ଗ୍ରହଣ ପଡୁଥିବାରୁ ଏହା ଦେଶ ପାଇଁ ଶୁଭଙ୍କର ନୁହେଁ ବୋଲି କିଛି ଜ୍ୟୋର୍ତିବିଦ ଗଣନା କରି କହିଛନ୍ତି । ଭାଦ୍ରବ ମାସ ପୂର୍ଣ୍ଣମୀ ତିଥିରେ ରାହୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ଦୋଳପୂର୍ଣ୍ଣମୀରେ କେତୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଛି। ଗଜପତି ମହାରାଜାଙ୍କ ଜ୍ୟୋତିଷ ଉଭୟ ଗ୍ରହଣ ଶୁଭଙ୍କର ନୁହେଁ ବୋଲି ମତ ରଖିଛନ୍ତି । ଏହି ଦୁଇଟି ଯାକ ଗ୍ରହଣ ପୂର୍ଣ୍ଣଗ୍ରାସ ହେଉଥିବାରୁ ଏହା ଦେଶ ପାଇଁ ଆର୍ଥିକ ସମସ୍ୟା ଠାରୁ ଆରମ୍ଭ କରି ପ୍ରାକୃତିକ ବିପର୍ଯ୍ୟୟ,ରାଜନୈତିକ ଅସ୍ଥିରତା, ଦେଶ-ଦେଶ ମଧ୍ୟରେ ସମ୍ପର୍କରେ ଫାଟ, ଦରଦାମ ବୃଦ୍ଧି ଭଳି ସ୍ଥିତି ଉପୁଜାଇବ ।

ସେପ୍ଟେମ୍ବର ୭ରେ ପଡୁଥିବା ଚନ୍ଦ୍ର ଗ୍ରହଣ ଯୋଗୁଁ ସେଦିନ ୧୨ଟା ୫୭ ମିନିଟ ୨୨ ସେକେଣ୍ଡରୁ ପାକତ୍ୟାଗ ସହ ଦେବନୀତି ନିଷେଧ କରନ୍ତୁ। ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ଗ୍ରହଣ ସ୍ପର୍ଶ ହେବା ସହ ମଧ୍ୟରାତ୍ର ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ଅର୍ଥାତ ସାଢ଼େ ତିନି ଘଣ୍ଟା ପରେ ଗ୍ରହଣ ସର୍ବମୋକ୍ଷ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri