ଡରାଉଛି କରୋନା: ୧୫.୯୮ ଲକ୍ଷ ଲୋକଙ୍କଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ

ଛତ୍ରପୁର,୨୮।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଜିଲାର ସମସ୍ତ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି । ଗୁରୁବାର ସୁଦ୍ଧା ଗଞ୍ଜାମର ୧୫ ଲକ୍ଷ ୯୦୮ ହଜାର ୨୭୨ ଜଣଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ହୋଇଥିବା ପିଡି ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ସୂଚନା ଦେଇଛନ୍ତି । ଏଥିରୁ ୧୨୨ ଜଣଙ୍କ ଠାରେ କରୋନା ଲକ୍ଷଣ ଚି଼ହ୍ନଟ ହୋଇଛି ୧୫୧ ଜଣଙ୍କ ଅକ୍ସିଜେନ ସ୍ତର କମ ଥିବା ଜଣାପଡିଥିଲା । ୫ ଜଣଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଥିବା କୁହାଯାଇଛି। ଆଶା କର୍ମୀ, ସ୍ବଚ୍ଛସାଥୀ, ସୁପରଭାଇଜର, ଅଙ୍ଗନଓ୍ବାଡିକର୍ମୀମାନେ ସମସ୍ତ ଘରର ସଦସ୍ୟଙ୍କ ଅକ୍ସିମିଟରରେ ଅମ୍ଳଜାନ ସ୍ତର ସହ ଶରୀରର ତାପମାତ୍ରା ଥର୍ମାଲ ସ୍କ୍ରିନିଂରେ ଯାଞ୍ଚ କରୁଛନ୍ତିି। ଅପରପକ୍ଷରେ ଜିଲାର ସହରଠାରୁ ଗ୍ରାମାଞ୍ଚଳ ଅଧିକ ସୁରକ୍ଷିତ ରହିଛି। ବ୍ରହ୍ମପୁର ଓ ଛତ୍ରପୁର ସହରରେ ଅଧିକ କରୋନା ସଂକ୍ରମଣ ବଢୁଛି । ଏଥିସହ ଏହି ସହରରେ ଅଧିକ କରୋନା ସଂକ୍ରମିତ ସକ୍ରିୟ ଅଛନ୍ତି ଜିଲାର ୨୭୯୮ଟି ଗାଁ ଗ୍ରୀନ ଜୋନରେ ଥିବାବେଳେ ୩୬୭ ଗାଁ ରେଡ୍‌ ଜୋନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri