Posted inରାଜ୍ୟ

ବିଜେଡିର ବଡ଼ ଘୋଷଣା: ଏହି ୧୧ ବରିଷ୍ଠ ନେତାଙ୍କୁ ମିଳିଲା ସାଂଗଠନିକ ଦାୟିତ୍ୱ, ଜାଣନ୍ତୁ…

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ରାଜ୍ୟ ପଦାଧିକାରୀ ଟିମ୍‌ ଘୋଷଣା କରାଯାଇଛି। ଏଥିରେ ଜଣେ ଉପସଭାପତି, ୨ଜଣ ବରିଷ୍ଠ ସାଧାରଣ ସମ୍ପାଦକ, ୫ ଜଣ ସାଧାରଣ ସମ୍ପାଦକ ଏବଂ ୩ ଜଣ ସମ୍ପାଦକଙ୍କୁ ମିଶାଇ ମୋଟ୍‌ ୧୧ ଜଣ ନେତାଙ୍କୁ ନିଯୁକ୍ତି ମିଳିଛି।

Scanned office order document on BJD letterhead from Bhubaneswar Odisha dated October 10 2025 listing state office bearers appointments including Chiranjib Biswal as vice president Pushpendra Singhdeo as senior general secretary Ganeswar Behera as senior general secretary Sudhir Das as general secretary and others like Lambodar Nial Alka Mahanti Irani Ray Manoj Mishra Rajesh Nigam Santosh Pattnayak Raju Ghibela as secretaries with table format names designations phone numbers email and signed by Naveen Patnaik as president.

ବରିଷ୍ଠ ନେତା ଚିରଞ୍ଜୀବୀ ବିଶ୍ୱାଳଙ୍କୁ ଉପସଭାପତି, ପୁଷ୍ପେନ୍ଦ୍ର ସିଂଦେଓ ଏବଂ ଗଣେଶ୍ୱର ବେହେରାଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ, ଲମ୍ବୋଦର ନିଆଲ, ଅଳକା ମହାନ୍ତି, ଇରାନୀ ରାଏ, ସୁଧୀର ଦାସ ଏବଂ ମନୋଜ ମିଶ୍ରଙ୍କୁ ସାଧାରଣ ସମ୍ପାଦକ, ରାଜେଶ ନିଗମ, ସନ୍ତୋଷ ପଟ୍ଟନାୟକ ଏବଂ ରାଜୁ ଘିବାଲାଙ୍କୁ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି। ଏହି ଟିମ୍‌ ବୁଧବାର ଦଳ ପକ୍ଷରୁ ପ୍ରକାଶ ପାଇଛି। ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…

ପୁରୀ,୩୦।୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ,…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri