Posted inରାଜ୍ୟ

ବିଜେଡିର ବଡ଼ ଘୋଷଣା: ଏହି ୧୧ ବରିଷ୍ଠ ନେତାଙ୍କୁ ମିଳିଲା ସାଂଗଠନିକ ଦାୟିତ୍ୱ, ଜାଣନ୍ତୁ…

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ରାଜ୍ୟ ପଦାଧିକାରୀ ଟିମ୍‌ ଘୋଷଣା କରାଯାଇଛି। ଏଥିରେ ଜଣେ ଉପସଭାପତି, ୨ଜଣ ବରିଷ୍ଠ ସାଧାରଣ ସମ୍ପାଦକ, ୫ ଜଣ ସାଧାରଣ ସମ୍ପାଦକ ଏବଂ ୩ ଜଣ ସମ୍ପାଦକଙ୍କୁ ମିଶାଇ ମୋଟ୍‌ ୧୧ ଜଣ ନେତାଙ୍କୁ ନିଯୁକ୍ତି ମିଳିଛି।

Scanned office order document on BJD letterhead from Bhubaneswar Odisha dated October 10 2025 listing state office bearers appointments including Chiranjib Biswal as vice president Pushpendra Singhdeo as senior general secretary Ganeswar Behera as senior general secretary Sudhir Das as general secretary and others like Lambodar Nial Alka Mahanti Irani Ray Manoj Mishra Rajesh Nigam Santosh Pattnayak Raju Ghibela as secretaries with table format names designations phone numbers email and signed by Naveen Patnaik as president.

ବରିଷ୍ଠ ନେତା ଚିରଞ୍ଜୀବୀ ବିଶ୍ୱାଳଙ୍କୁ ଉପସଭାପତି, ପୁଷ୍ପେନ୍ଦ୍ର ସିଂଦେଓ ଏବଂ ଗଣେଶ୍ୱର ବେହେରାଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ, ଲମ୍ବୋଦର ନିଆଲ, ଅଳକା ମହାନ୍ତି, ଇରାନୀ ରାଏ, ସୁଧୀର ଦାସ ଏବଂ ମନୋଜ ମିଶ୍ରଙ୍କୁ ସାଧାରଣ ସମ୍ପାଦକ, ରାଜେଶ ନିଗମ, ସନ୍ତୋଷ ପଟ୍ଟନାୟକ ଏବଂ ରାଜୁ ଘିବାଲାଙ୍କୁ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି। ଏହି ଟିମ୍‌ ବୁଧବାର ଦଳ ପକ୍ଷରୁ ପ୍ରକାଶ ପାଇଛି। ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?