Posted inଫୁରସତ

ଏହି ୨ ଆପ୍‌ ଦେବ ମାଗଣା ଇଣ୍ଟରନେଟ୍‌ ସୁବିଧା, ନେଟ୍‌ ପ୍ୟାକ୍‌ ସରିଗଲେ ବି ନାହିଁ ଚିନ୍ତା…

ନୂଆଦିଲ୍ଲୀ,୩୦।୬: ଏବେ ସଭିଙ୍କ ପାଖରେ ସ୍ମାର୍ଟଫୋନ୍‌। ଧୀରେଧୀରେ ସୋସିଆଲ ମିଡ଼ିଆ ସହିତ ନିରନ୍ତର ସଂଯୋଗରେ ରହୁଥିବା ୟୁଜରଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ତେବେ ବେଳେବେଳେ ନେଟ୍‌ ପ୍ୟାକ୍‌ ସରିଯାଉଥିବାରୁ ୟୁଜର ସମସ୍ୟାରେ ପଡ଼ିଥାନ୍ତି। ତେବେ ଏଭଳି ୨ଟି ଆପ୍‌ ରହିଛି ଯାହାକି ମାଗଣାରେ ଇଣ୍ଟରନେଟ୍‌ ସୁବିଧା ଯୋଗାଇ ଦେଇଥାଏ। ଓ୍ବାଇଫାଇ ରାଓଟର ଡିଫଲ୍ଟ୍‌ ପାସ୍‌ଓ୍ବାର୍ଡ ଫାଇଣ୍ଡର ଆପ୍‌ ଦ୍ୱାରା ସହଜରେ ଅନ୍ୟ ଜଣକ ଓ୍ବାଇଫାଇ ହ୍ୟାକ୍‌ କରିହୋଇଥାଏ। ଏହି ଆପ୍‌ ୟୁଜରନେମ୍‌, ପାସ୍‌ଓ୍ବାର୍ଡ, ଆକ୍ସେସ୍‌ ଏବଂ ରାଓଟର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଥାଏ। ଏହି ଆପ୍‌ ମାଧ୍ୟମରେ ଅଫ୍‌ ଲାଇନ୍‌ରେ ଏସବୁ ଗୁରୁତ୍ୱପୂର୍ଣ୍ଣ ସୂଚନା ହାସଲ କରି ହୋଇଥାଏ। ସେହିଭଳ ଫ୍ରି ଇଣ୍ଟରନେଟ୍‌ ଓ୍ବାଇଫାଇ କନେକ୍ଟ୍‌ ଆପ୍‌ ମାଧ୍ୟମରେ ଇଣ୍ଟରନେଟ୍‌ ସୁବିଧା ମାଗଣାରେ ମିଳିଥାଏ। ୧୦ ନିୟୁତରୁ ଅଧିକ ୟୁଜରଙ୍କୁ ନେଇ ଏହା ମାଧ୍ୟମରେ ଏକ ଫ୍ରି ଓ୍ବାଇଫାଇ କମ୍ୟୁନିଟି ଗଠନ କରାଯାଇଛି। ୟୁଜରମାନେ ନିଜର ଇଣ୍ଟରନେଟ୍‌ ଶେୟାର କରିଥାନ୍ତି। ଏହି ମାପ୍‌ ସହାୟତାରେ ଓପନ ହଟ୍‌ସ୍ପଟ୍‌କୁ ମଧ୍ୟ ଆକ୍ସେସ୍‌ କରିବା ସହଜ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri