ଏହି ୪ ନାମର ଯୁବତୀ ଶାଶୁଘର ଲୋକଙ୍କ ପାଇଁ ହୋଇଥାନ୍ତି ବହୁତ ଭାଗ୍ୟଶାଳୀ

ହିନ୍ଦୁ ଧର୍ମରେ ଅଧିକାଂଶ ଲୋକଙ୍କ ନାମ ତାଙ୍କର ଜନ୍ମରାଶି ଅନୁସାରେ ରଖାଯାଇଥାଏ। କାରଣଟି ହେଲା ରାଶି ଆଧାରରେ ରଖାଯାଇଥିବା ନାମର ପ୍ରଭାବ ଅଧିକ। କୁହାଯାଏ ନାମର ପ୍ରଥମ ଅକ୍ଷର ଆମ ଜୀବନକୁ ବିଶେଷ ଭାବେ ପ୍ରଭାବିତ କରିଥାଏ। ଏଥିଲାଗି ନା ରଖିବା ସମୟରେ ବିଶେଷ ଧ୍ୟାନ ଦିଆଯାଇଥାଏ। ଆଜି ଆମେ ଆପଣଙ୍କୁ କିଛି ଏଭଳି ଅକ୍ଷର ବିଷୟରେ କହିବୁ ଯେଉଁଥିରେ ନାଁ ଆରମ୍ଭ ହୋଇଥିବା ଯୁବତୀମାନେ ଶାଶୁଘର ଲୋକଙ୍କ ପାଇଁ ବହୁତ ଭାଗ୍ୟଶାଳୀ ହୋଇଥାନ୍ତି। ଜାଣିରଖନ୍ତୁ:

-ବି ଅକ୍ଷରରୁ ଆରମ୍ଭ ହୋଇଥିବା ନାମ: ଯେଉଁ ଯୁବତୀଙ୍କ ନାମ ଏହି ଅକ୍ଷରରୁ ଆରମ୍ଭ ହୋଇଥାଏ ସେ ବହୁତ ଭାଗ୍ୟଶାଳୀ ହୋଇଥାନ୍ତି। ଏମାନଙ୍କ ଉପରେ ମା’ ଲକ୍ଷ୍ମୀଙ୍କ କୃପା ରହିଥାଏ। ଏମାନେ ଯେଉଁ ଘରେ ପାଦ ରଖନ୍ତି ସେହି ଘରେ କୌଣସି ଜିନିଷର ଅଭାବ ନ ଥାଏ। ଏମାନେ ବହୁତ ପାରିବାରିକ ହୋଇଥାନ୍ତି। ନିଜ ଘର ତଥା ପରିବାରଲୋକଙ୍କୁ ଖୁସି କରିବାକୁ ଯଥାସମ୍ଭବ ଚେଷ୍ଟା କରିଥାନ୍ତି।

-ଇ ଅକ୍ଷରରେ ଆରମ୍ଭ ହୋଇଥିବା ନାମ: ଯେଉଁ ଯୁବତୀଙ୍କ ନାମ ଏହି ଅକ୍ଷରରୁ ଆରମ୍ଭ ହୋଇଥାଏ ସେମାନଙ୍କ ଉପରେ ଦେବୀ ଲକ୍ଷ୍ମୀଙ୍କ ବିଶେଷ କୃପା ରହିଥାଏ। ଏମାନେ ସର୍ବଦା ପରିବାରକୁ ସାଙ୍ଗରେ ନେଇ ଚାଲିଥାନ୍ତି। ସେମାନଙ୍କୁ ଖୁସିରେ ରଖିବାକୁ ସମସ୍ତ ପ୍ରଚେଷ୍ଟା କରିଥାନ୍ତି। କୁହାଯାଏ ଯେଉଁ ଯୁବକଙ୍କ ସହ ଏମାନଙ୍କର ବିବାହ ହୋଇଥାଏ ସେମାନଙ୍କ ଭାଗ୍ୟ ଚମକେ।

-ଏଲ୍‌ ଅକ୍ଷରରୁ ଆରମ୍ଭ ହୋଇଥିବା ନାମ: ଯେଉଁ ଯୁବତୀଙ୍କ ନାମ ଏହି ଅକ୍ଷରରୁ ଆରମ୍ଭ ହୋଇଥାଏ ସେ ବହୁତ ଭାଗ୍ୟବାନ ହୋଇଥାନ୍ତି। ଏମାନେ ସମସ୍ତଙ୍କର ପ୍ରିୟ ହୋଇଥାନ୍ତି। ବହୁତ ବଡ଼ଲୋକ ଘରେ ଏମାନଙ୍କର ବିବାହ ହୋଇଥାଏ। ଏମାନେ ନିଜର ବ୍ୟବହାରରେ ସମସ୍ତଙ୍କ ହୃଦୟ ଜିତିଥାନ୍ତି। ଶାଶୁଘର ଲୋକଙ୍କ ପାଇଁ ଏମାନେ ଲକ୍ଷ୍ମୀ ସ୍ବରୂପ ଥାନ୍ତି।

-କେ ଅକ୍ଷରରୁ ଆରମ୍ଭ ହୋଇଥିବା ନାମ: ଯେଉଁ ଯୁବତୀଙ୍କ ନାମ ଏହି ଅକ୍ଷରରୁ ଆରମ୍ଭ ହୋଇଥାଏ ତାଙ୍କ ଉପରେ ଦେବୀ ଲକ୍ଷ୍ମୀଙ୍କ ବିଶେଷ କୃପା ଥାଏ। ସେ ନିଜର ଶାଶୁଘରକୁ ଧନଧାନ୍ୟରେ ପୂର୍ଣ୍ଣ କରିଦେଇଥାନ୍ତି।  ସମସ୍ତଙ୍କୁ ଖୁସି ରଖିବାକୁ ଚେଷ୍ଟା କରିଥାନ୍ତି। କୁହାଯାଏ ଯେଉଁ ଯୁବତୀଙ୍କ ସହ ଏହି ଯୁବତୀଙ୍କ ବିବାହ ହୁଏ ସେ ତାଙ୍କ ପାଇଁ ଭାଗ୍ୟଶାଳୀ ପାଲଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri