ଏହି ୪ ଗୁଣରୁ ଜଣାପଡ଼େ ବ୍ୟକ୍ତିର ସ୍ବଭାବ…

ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁସାରେ ୪ଟି ଜିନିଷକୁ ଲକ୍ଷ୍ୟକରି ମନୁଷ୍ୟର ସ୍ବଭାବ ବିଷୟରେ ଜଣାପଡ଼ିଥାଏ। ଜାଣିବା ଏହି ୪ ଜିନିଷ ବିଷୟରେ…
ତ୍ୟାଗ: କୌଣସି ବ୍ୟକ୍ତିଙ୍କୁ ପରଖିବା ପୂର୍ବରୁ ସର୍ବପ୍ରଥମେ ତ୍ୟାଗର ସ୍ବଭାବ ଦେଖିବା ଉଚିତ୍‌। କାରଣ ଯେଉଁ ବ୍ୟକ୍ତି ନିକଟରେ ଏହି ସ୍ବଭାବ ରହିଥାଏ, ସେ ସଚ୍ଚୋଟ ଏବଂ ଅନ୍ୟର ସବୁବେଳେ ଉପକାର କରିଥାଏ।
ଆଚରଣ: ମନୁଷ୍ୟ ଏକ ସାମାଜିକ ପ୍ରାଣୀ। ଆମ ଆଖପାଖରେ ଅନେକ ପ୍ରକାରର ଲୋକ ରହିଥାନ୍ତି, ଯାହା ସହ ଆମର ସମ୍ପର୍କ ରହିଥାଏ। ଜଣେ ବ୍ୟକ୍ତିର ଅନ୍ୟ ବ୍ୟକ୍ତିପ୍ରତି କିପରି ବ୍ୟବହାର ରହିଛି ସେଥିରୁ ଉକ୍ତ ବ୍ୟକ୍ତିର ଆଚରଣ ବିଷୟରେ ଜଣାପଡ଼ିଥାଏ।
ଗୁଣ: ଜଣେ ବ୍ୟକ୍ତିର ଗୁଣରୁ ସେ ଭଲ କି ଖରାପ ତାହାକୁ ଅତି ସହରରେ ପରଖାଯାଇ ପାରିବ।
କର୍ମ: ଦୈନିକ ଜୀବନଯାପନ ପାଇଁ କରାଯାଉଥିବା କାର୍ଯ୍ୟକୁ କର୍ମ କୁହାଯାଏ। କେତେକ ବ୍ୟକ୍ତି ସଚ୍ଚୋଟତାର ସହ କାମ କରି ନିଜ ପରିବାର ଭରଣପୋଷଣ କରିଥାନ୍ତି ତ ଆଉ କେହି ଅସଦ ଉପାୟରେ ଟଙ୍କା ରୋଜଗାର କରିଥାନ୍ତି। ଏହାକୁ ଆଧାର କରି ବ୍ୟକ୍ତିର ସ୍ବଭାବ ବିଷୟରେ ପରଖାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri