ଏହି ୪ ରାଶିର ମହିଳା ହୁକୁମ ଚଳାଇବାରେ ହୋଇଥାନ୍ତି ମାହିର; ସ୍ବାମୀଙ୍କୁ ରଖିଥାନ୍ତି ହାତ ମୁଠାରେ…

ଜ୍ୟୋତିଷ ଶାସ୍ତ୍ରରେ ଏପରି ଅନେକ ବିଷୟରେ ବର୍ଣ୍ଣନା କରାଯାଇଛି, ଯାହାଦ୍ୱାରା ବ୍ୟକ୍ତିର ଭବିଷ୍ୟତ, ଚରିତ୍ର, ଗୁଣ-ଦୋଷ ଆଦି ବିଷୟରେ ଜାଣିହୁଏ। ଆସନ୍ତୁ ଆମେ ଜାଣିବା ଏଭଳି ୪ ରାଶି ବିଷୟରେ ଯେଉଁଥିରେ ଜନ୍ମିତ ଝିଅମାନେ ଅନ୍ୟ ଉପରେ ହୁକୁମ ଚଲାଇବାରେ ଓସ୍ତାଦ ହୋଇଥାନ୍ତି। ଏମାନେ ସ୍ବାମୀମାନଙ୍କ ଉପରେ ହୁକୁମ ଚଳାଇଥାନ୍ତି।

ମେଷ ରାଶି: ଏହି ରାଶିର କନ୍ୟାମାନେ ରାଗି ସ୍ବଭାବର ହୋଇଥାନ୍ତି। ଏମାନେ ନିଜ କଥା ଉପରେ ଅନ୍ୟ କେହି କଥା କହୁ ତାହା ଚାହିଁନ ଥାନ୍ତି। ଏମାନଙ୍କ ବ୍ୟବହାରରେ ଗର୍ବର ଝଲକ ଦିଶେ। ଏହି ରାଶିର ଝିଅମାନେ ସ୍ବାମୀ ଉପରେ ହୁକୁମ ଚଲାଇଥାନ୍ତି।

ସିଂହ ରାଶି: ଏହି ରାଶିର ଝିଅମାନେ ସମସ୍ତଙ୍କ ଧ୍ୟାନ ନିଜ ଉପରକୁ ଆଣିବାରେ ସଫଳ ହୋଇଥାନ୍ତି। ମନର ଆତ୍ମବିଶ୍ୱାସ ହିଁ ଏମାନଙ୍କୁ ରାଣୀ ଭଳି ସାହସ ଦେଇଥାନ୍ତି। ଏମାନେ ଯେଉଁଠି ବି ରୁହନ୍ତି ହୁକୁମ ଚଳାଇଥାନ୍ତି।

କନ୍ୟା ରାଶି: ଏହି ରାଶିର ଝିଅମାନେ ସ୍ବଭାବରେ ଗର୍ବି ହୋଇଥାନ୍ତି। ଏମାନଙ୍କ କଥା ସମସ୍ତେ ଶୁଣନ୍ତୁ ବୋଲି ଏମାନେ ଚାହିଁଥାନ୍ତି। ସ୍ବାମୀମାନଙ୍କ ଉପରେ ହୁକୁମ ଚଳାଇଥାନ୍ତି।

ମକର ରାଶି: ମକର ରାଶିର ଝିଅମାନେ ହୁକୁମ ଚଳାଇବାରେ ମାହିର। ଯିଏ ଏମାନଙ୍କ କଥା ଶୁଣନ୍ତି ନାହିଁ, ସେମାନଙ୍କଠାରୁ ଏମାନେ ଦୂରତା ବଜାୟ ରଖିଥାନ୍ତି। ସ୍ବାମୀମାନଙ୍କ ଉପରେ ଏମାନେ ହୁକୁମ ଚଳାଇବାରେ ମାହିର ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri