ସ୍ବାମୀଙ୍କ ଉପରେ ହୁକୁମ ଚଳାଇବାରେ ମାହିର ଏହି ୪ ରାଶିର ଯୁବତୀ, ଶାଶୁଘରେ ବି ଥାଏ କଣ୍ଟ୍ରୋଲ…

ସବୁ ଝିଅ ଚାହାନ୍ତି ବିବାହ ପରେ ସବୁ ଇଚ୍ଛା ପୂରଣ କରିବା ଭଳି ସ୍ବାମୀ ଏବଂ ଶାଶୁଘର ମିଳୁ। ହେଲେ ଜ୍ୟୋତିଷଶାସ୍ତ୍ରରେ କୁହାଯାଇଛି କିଛି ଝିଅ ଡୋମିନେଟିଂ(ପ୍ରାଧାନ୍ୟ) ବିସ୍ତାର କରିବାରେ ମାହିର ହୋଇଥାନ୍ତି। ଏମାନେ ସ୍ବାମୀ ସହ ଶାଶୁଘରରେ ହୁକୁମ ଚଳାଇଥାନ୍ତି। ଲୋକମାନେ ତାଙ୍କ କଥା ନ ଶୁଣିଲେ ସେ ବରଦାସ୍ତ କରିପାରନ୍ତି ନାହିଁ। ଆସନ୍ତୁ ଜାଣିବା:
ଜ୍ୟୋତିଷଶାସ୍ତ୍ରରେ ଏପରି ୪ ରାଶି ବିଷୟରେ କୁହାଯାଇଛି, ଯେଉଁଥିରେ ଜନ୍ମିତ ଯୁବତୀମାନେ ସମସ୍ତଙ୍କ ଉପରେ ହୁକୁମ ଚଳାଇବାକୁ ଚାହାନ୍ତି। ଯେପରିକି:

ବୃଷ ରାଶି: ଏହି ରାଶିରେ ଜନ୍ମିତ ଯୁବତୀ ବହୁତ ଡୋମିନେଟିଂ। ସମସ୍ତଙ୍କ ଉପରେ ଏମାନେ ହୁକୁମ ଚଳାଇଥାନ୍ତି। ନିଜ କଥାକୁ ପ୍ରମାଣ କରିବାକୁ ଏମାନେ କୌଣସି ପରିସ୍ଥିତିର ସାମ୍ନା କରିପନdନ୍ତି। ଜୀବନସାଥୀଙ୍କୁ ନେଇ ବହୁତ ପୋଜେସିଭ୍‌ ଏମାନେ। ବିବାହ ପରେ ଏମାନେ ଶାଶୁଘରେ ରାଜ୍‌ କରିଥାନ୍ତି।

ବିଛା ରାଶି: ଏହି ରାଶିରେ ଜନ୍ମିତ ଯୁବତୀ ବହୁତ ବୁଦ୍ଧିମାନ। ଏମାନଙ୍କ ମଧ୍ୟରେ ନେତୃତ୍ୱ ନେବାର ଭଲ କ୍ଷମତା ଥାଏ। ଏଥିପାଇଁ ଏମାନେ ଡୋମିନେଟିଂ ହୋଇଥାନ୍ତି। ହେଲେ ଏମାନେ ନିଜ ସମ୍ପର୍କକୁ ସଫଳ କରିବାକୁ ଯଥା ସମ୍ଭବ ଚେଷ୍ଟା କରିଥାନ୍ତି। ଏମାନଙ୍କ ସମ୍ପର୍କରେ କେହି ମୁଣ୍ଡ ପୁରାଉ ସେ ଚାହାନ୍ତି ନାହିଁ। ନିଜ ସ୍ବାଧୀନତା ଏମାନଙ୍କୁ ବହୁତ ପସନ୍ଦ।

କନ୍ୟା ରାଶି: ଏହି ରାଶିରେ ଜନ୍ମିତ ଯୁବତୀ ବହୁତ ବାସ୍ତବବାଦୀ ହୋଇଥାନ୍ତି। ଏମାନେ ନିଜର ଭାବପ୍ରବଣତାକୁ କାବୁ କରିନେଇଥାନ୍ତି। ହେଲେ ଏମାନେ ଯାହାକୁ ପ୍ରେମ କରିଥାନ୍ତି ତାଙ୍କୁ ନେଇ ବହୁତ ପୋଜେସିଭ୍‌ ଥାନ୍ତି। ଏହି କାରଣରୁ ଶାଶୁଘରେ ଏମାନଙ୍କୁ ବହୁତ ସ୍ନେହ ମିଳିଥାଏ।

କୁମ୍ଭ ରାଶି: ଏହି ରାଶିର ଯୁବତୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଭରପୂର ରହିଥାଏ। ଏମାନେ ନିଜ ଭାବନାକୁ ଚପାଇ ରଖିଥାନ୍ତି। ବିବାହ ପରେ ଏମାନେ ଶାଶୁଘର ଏବଂ ସ୍ବାମୀଙ୍କ ଉପରେ ରାଜ୍‌ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri