Posted inଜାତୀୟ

ବଜେଟ୍‌ରେ ହେବ ଏହି ୫ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୨ା୭: ବହୁ ପ୍ରତୀକ୍ଷିତ କେନ୍ଦ୍ର ବଜେଟ୍‌ ୨୦୨୪-୨୫ ଉପସ୍ଥାପନ ହେବାର ଠିକ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଅର୍ଥର୍ନେତିକ ସର୍ଭେ ୨୦୨୩-୨୦୨୪ ଆଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌କୁ ଚିହ୍ନିତ କରି ୨୦୨୪-୨୫ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ ମଙ୍ଗଳବାର ସୀତାରମଣଙ୍କ ଦ୍ୱାରା ସଂସଦରେ ଉପସ୍ଥାପିତ ହେବ।

ଅର୍ଥନୈତିକ ସର୍ବେକ୍ଷଣ ତଥ୍ୟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି, ବିଶ୍ୱର ଅର୍ଥନୈତିକ ଅନିଶ୍ଚିତତା ସତ୍ତ୍ୱେ ଘରୋଇ ଅଭିବୃଦ୍ଧି ଡ୍ରାଇଭମାନେ ୨୦୨୩-୨୪ ଆର୍ଥିକ ବର୍ଷରେ ଅର୍ଥନୈତିକ ଅଭିବୃଦ୍ଧିକୁ ସମର୍ଥନ କରିଛନ୍ତି। ଭାରତର ଅର୍ଥନୀତି ଦୃଷ୍ଟିକୋଣ ଉଜ୍ଜ୍ୱଳ। ତେବେ ୨୦୨୫ରେ ଡିଜିପି ଅଭିବୃଦ୍ଧି ୬.୫%ରୁ ୭% ରହିବା ଆକଳନ କରାଯାଉଛି।

ଆସନ୍ତକାଲି ବଜେଟ୍‌ରେ ୫ ବଡ଼ ଘୋଷଣା ହୋଇପାରେ। ବିଶେଷକରି ସଡ଼କପଥ ଏବଂ ଭାରତୀୟ ରେଳପଥକୁ ପ୍ରାଥମିକତା ଦିଆଯିବ। ସାଧାରଣ ଲୋକ, ବେତନପ୍ରାପ୍ତ କରଦାତା ଏବଂ ମଧ୍ୟବିତ୍ତଙ୍କ ପାଇଁ ମଧ୍ୟ ଆୟକର ଛାଡ଼ ଘୋଷଣା କରାଯାଇପାରେ। ନୂତନ ଆୟକର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri