Posted inଖେଳ

ଆଇପିଏଲ୍‌ରେ ସବୁଠୁ ଅଧିକ ଟଙ୍କା ରୋଜଗାର କରନ୍ତି ଏହି ୫ କ୍ରିକେଟର୍‌

ଆଇପିଏଲକୁ ‘ଇଣ୍ଡିଆନ ପଇସା ଲିଗ’ ମଧ୍ୟ କୁହାଯାଏ। କାରଣ ଏହି ମେଗା ଟି -୨୦ ଲିଗରେ ଖେଳୁଥିବା ଖେଳାଳିମାନେ କୋଟିପତିଙ୍କଠାରୁ କମ ନୁହଁନ୍ତି। ଆସନ୍ତୁ ଦେଖିବା ଏହି ୫ ତାରକା କ୍ରିକେଟର, ଯେଉଁମାନେ ଏହି ଟୁର୍ନାମେଣ୍ଟରେ ସର୍ବାଧିକ ବେତନ ପାଆନ୍ତି। ଆମେ ୨୦୦୮ ରୁ ୨୦୨୧ ପର୍ଯ୍ୟନ୍ତ ସେମାନଙ୍କର ରୋଜଗାରକୁ ମଧ୍ୟ ଦେଖିବା।
ବିରାଟ କୋହଲି- ୧୭ କୋଟି
ଆରସିବି ଅଧିନାୟକ ବିରାଟ କୋହଲିଙ୍କ ଦରମା ଅନ୍ୟ ଖେଳାଳିଙ୍କ ତୁଳନାରେ ଆଇପିଏଲ୍‌ରେ ସର୍ବାଧିକ। ସେ ଏବେ ୧୭୦,୦୦୦,୦୦୦ ପାଉଛନ୍ତି। ସେ ୨୦୦୮ଠାରୁ ୧,୪୬୬,୦୦୦,୦୦୦ ରୋଜଗାର କରିଛନ୍ତି ।

ଏମଏସ ଧୋନୀ – ୧୫ କୋଟି ଟଙ୍କା
ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଏମଏସ ଧୋନୀଙ୍କ ଦରମା, ୧୫୦,୦୦୦,୦୦୦। ମାହି ୨୦୦୮ରୁ ୨୦୨୧ ପର୍ଯ୍ୟନ୍ତ ୧,୫୨୮,୪୦୦,୦୦୦ ପାଉଛନ୍ତି।

ରୋହିତ ଶର୍ମା – ୧୫ କୋଟି ଟଙ୍କା
ମୁମ୍ବାଇ ଇଣ୍ଡିଆନ୍ସର କ୍ୟାପଟେନ ରୋହିତ ଶର୍ମାଙ୍କ ବର୍ତ୍ତମାନର ଦରମା ୧୫୦,୦୦୦,୦୦୦। ସେ ୨୦୦୮ ଠାରୁ ୧,୪୩୨,୦୦୦,୦୦୦ ରୋଜଗାର କରିଛନ୍ତି।

ସୁରେଶ ରାଇନା -୧୧ କୋଟି ଟଙ୍କା
ଚେନ୍ନାଇ ସୁପର କିଙ୍ଗ୍ସର ତାରକା କ୍ରିକେଟର ସୁରେଶ ରାଇନା ଏହି ତାଲିକାରେ ଚତୁର୍ଥ ସ୍ଥାନରେ ଅଛନ୍ତି। ତାଙ୍କର ବର୍ତ୍ତମାନର ଦରମା,୧୧୧,୦୦୦,୦୦୦ ଅଟେ। ସେ ୨୦୦୮ରୁ ବର୍ତ୍ତମାନ ପର୍ଯ୍ୟନ୍ତ ୧,୧୦୭,୪୦୦,୦୦୦ ରୋଜଗାର କରିଛନ୍ତି।

ଏବି ଡି ଭିଲିୟର୍ସ – ୧୧ କୋଟି ଟଙ୍କା
ଆରସିବିର କିମ୍ବଦନ୍ତୀ ଉଇକେଟ କିପର-ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସର ବର୍ତ୍ତମାନର ଦରମା ୧,୦୨୫,୧୬୫,୦୦୦। ଏଥି ସହିତ, ସେଏପର୍ଯ୍ୟନ୍ତ ୧୧୦,୦୦୦,୦୦୦ ଡଲାର ରୋଜଗାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?