ଡାଇବେଟିସ୍‌ ରୋଗୀଙ୍କ ପାଇଁ ଖରାଦିନରେ ଏହି ୫ ଫଳ ସବୁଠୁ ଉପକାରୀ, ନିୟନ୍ତ୍ରଣରେ ରହିବ ବ୍ଲଡ୍‌ ସୁଗାର…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଗ୍ରୀଷ୍ମଋତୁ ଚ୍ୟାଲେଞ୍ଜିଂ ହୋଇପାରେ। କାରଣ ଗରମ ଏବଂ ଝାଳ ଯୋଗୁ ବ୍ଲଡ୍‌ ସୁଗାର ବୃଦ୍ଧି ପାଇପାରେ। ଏପରି ପରିସ୍ଥିତିରେ ସଠିକ୍‌ ଖାଦ୍ୟ ବାଛିବା ବହୁତ ଗୁରୁତ୍ୱପୂର୍ଣ୍ଣ। ଗ୍ରୀଷ୍ମଋତୁରେ ଏପରି କିଛି ଫଳ ମିଳିଥାଏ, ଯାହା ଶରୀରକୁ କେବଳ ଥଣ୍ଡା ପ୍ରଦାନ କରେ ନାହିଁ ବରଂ ବ୍ଲଡ୍‌ ସୁଗାର ନିୟନ୍ତ୍ରଣ କରିବାରେ ମଧ୍ୟ ସାହାଯ୍ୟ କରେ। ଆସନ୍ତୁ ଜାଣିବା ଡାଇବେଟିସ୍‌ ରୋଗୀଙ୍କ ପାଇଁ ଗ୍ରୀଷ୍ମଋତୁରେ ଉପଲବ୍ଧ ୫ଟି ଫଳ ବହୁତ ଉପକାରୀ…

ତରଭୁଜ:
ତରଭୁଜରେ ୯୦ ପ୍ରତିଶତରୁ ଅଧିକ ପାଣି ଥାଏ, ଯାହା ଶରୀରକୁ ହାଇଡ୍ରେଟ୍‌ ରଖିବାରେ ସାହାଯ୍ୟ କରେ। ଏଥିରେ ପ୍ରାକୃତିକ ସୁଗାର ପରିମାଣ କମ ଏବଂ ଫାଇବର ପ୍ରଚୁର ପରିମାଣରେ ଥାଏ, ଯାହା ରକ୍ତରେ ବ୍ଲଡ୍‌କୁ ନିୟନ୍ତ୍ରଣରେ ରଖେ। ଏହାକୁ ସୀମିତ ପରିମାଣରେ ଖାଇବା ଉଚିତ୍‌।

କାକୁଡି:
ଶରୀରକୁ ଥଣ୍ଡା କରିବା ସହିତ, କାକୁଡ଼ି ବ୍ଲଡ୍‌ ସୁଗାରକୁ ମଧ୍ୟ ସନ୍ତୁଳିତ ରଖେ। ଏଥିରେ ଫାଇବର ପରିମାଣ ଅଧିକ ଥାଏ, ଯାହା ସୁଗାର ନିୟନ୍ତ୍ରଣ କରିବାରେ ସହାୟକ ହୋଇଥାଏ। ଏହାକୁ ସାଲାଡ୍‌ କିମ୍ବା ରାଇତା ଭାବରେ ଖାଇହେବ।

ଜାମୁକୋଳି:
ଜାମୁକୋଳିରେ ଥିବା ଜାମ୍ବୋଲିନ ନାମକ ଉପାଦାନ ବ୍ଲଡ୍‌ ସୁଗାରକୁ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରେ। ଏହା ଇନ୍‌ସୁଲିନ୍‌ର ଉତ୍ପାଦନ ମଧ୍ୟ ବୃଦ୍ଧି କରେ ଏବଂ ଡାଇବେଟିସ୍‌ ରୋଗୀଙ୍କ ପାଇଁ ବହୁତ ଲାଭଦାୟକ। ଏହାକୁ ତାଜା ଫଳ ଭାବରେ କିମ୍ବା ଜୁସ୍‌ ତିଆରି କରି ସେବନ କରନ୍ତୁ।

ଷ୍ଟବେରୀ:
ଷ୍ଟ୍ରବେରୀରେ ଭଲ ପରିମାଣର ଆଣ୍ଟିଅକ୍ସିଡାଣ୍ଟ ଏବଂ ଫାଇବର ଥାଏ। ଏହା ବ୍ଲଡ୍‌ ସୁଗାର ଲେବଲ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରେ। ଏଗୁଡ଼ିକୁ ଖାଦ୍ୟ ଭାବରେ ଖାଆନ୍ତୁ।

ଅମୃତଭଣ୍ଡା:
ଅମୃତଭଣ୍ଡା ଏକ ହାଲୁକା ଏବଂ ସହଜରେ ହଜମ ହେଉଥିବା ଫଳ, ଯାହା ବ୍ଲଡ୍‌ ସୁଗାର ଲେବଲକୁ ସ୍ଥିର ରଖିବାରେ ସାହାଯ୍ୟ କରେ। ଏଥିରେ ଭିଟାମିନ୍‌ ସି ଏବଂ ଫାଇବର ପ୍ରଚୁର ପରିମାଣରେ ଥାଏ, ଯାହା ହଜମ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିଥାଏ। ଏହାକୁ ଆପଣଙ୍କ ସକାଳ ଜଳଖିଆରେ ସାମିଲ କରନ୍ତୁ।

ସୀମିତ ପରିମାଣରେ ଫଳ ଖାଆନ୍ତୁ ଏବଂ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଆପଣଙ୍କ ଖାଦ୍ୟ ଯୋଜନା କରନ୍ତୁ।
ଫଳକୁ ସତେଜ ଏବଂ ପ୍ରାକୃତିକ ଭାବରେ ଖାଆନ୍ତୁ୍‌ ରସରେ ଅତିରିକ୍ତ ଚିନି ମିଶାନ୍ତୁ ନାହିଁ।
ନିୟମିତ ଭାବରେ ଆପଣଙ୍କ ବ୍ଲଡ୍‌ ସୁଗାର ଲେବଲ ଯାଞ୍ଚ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri