ମହିଳାଙ୍କ ଏହି ୫ ଅଭ୍ୟାସ ଯୋଗୁ ଭାଙ୍ଗିଥାଏ ଘର, ଜାଣନ୍ତୁ କାହିଁକି ଏଭଳି କହିଛନ୍ତି…

ଚାଣକ୍ୟଙ୍କୁ ଶ୍ରେଷ୍ଠ ବିଦ୍ୱାନ ଭାବେ ଗଣାଯାଏ। ସେ ବିପରିତ ପରିସ୍ଥିତିରେ ମଧ୍ୟ ନିଜର ଲକ୍ଷ୍ୟକୁ ହାସଲ କରିଥିଲେ। ରାଜନୀତିଠାରୁ ଆରମ୍ଭ କରି କୁଟନୀତି ପର୍ଯ୍ୟନ୍ତ ସବୁଥିରେ ସେ ମାହିର ଥିଲେ। ଚାଣକ୍ୟ ନିଜର ଅନୁଭବ ଅନୁସାରେ ମନୁଷ୍ୟ ଜୀବନ ସହ ଜଡ଼ିତ କିଛି କଥା ବିଷୟରେ ଉଲ୍ଲେଖ କରିଛନ୍ତି। ସେହି ପ୍ରକାରେ କିଛି ସ୍ତ୍ରୀଙ୍କ ମଧ୍ୟରେ ଏପରି ଗୁଣ ଥାଏ ଯାହା ତାଙ୍କୁ ବରବାଦ କରିଦିଏ ବୋଲି ଚାଣକ୍ୟ କହିଛନ୍ତି। ଯେପରିକି:

ଭାବିଚିନ୍ତି କାର୍ଯ୍ୟ ନ କରିବା:
ଅଧିକାଂଶ ମହିଳା କିଛି କରିବା ପୂର୍ବରୁ ଚିନ୍ତା କରନ୍ତି ନାହିଁ। ଆଜିକାଲି ସମୟରେ ମହିଳାମାନେ କିଛି ସ୍ତ୍ରୀ ସ୍ବାର୍ଥ ପାଇଁ ନିଜ ମନ ମୁତାବକ କାମ କରିବାକୁ ପସନ୍ଦ କରିଥାନ୍ତି। ତାଙ୍କର କର୍ମ ଦ୍ୱାରା ଅନ୍ୟ ଉପରେ କି ପ୍ରଭାବ ପଡ଼ିବ ସେ ବିଷୟରେ ବିଲକୁଲ ଭାବି ନ ଥାନ୍ତି। ଏଣୁ ଉକ୍ତ କାମର କୁପରିଣାମ ତାଙ୍କୁ ହିଁ ଭୋଗିବାକୁ ପଡ଼ିଥାଏ। ଏଣୁ କିଛି ବି କାମ କରିବା ପୂର୍ବରୁ ତା ବିଷୟରେ ଭଲ ଭାବେ ଚିନ୍ତା କରିବା ଉଚିତ।

ବାରମ୍ବାର ମିଛ କହିବା:
ଚାଣକ୍ୟଙ୍କ ଅନୁସାରେ ଅଧିକାଂଶ ମହିଳା ମିଛ କହିଥାନ୍ତି। କିଛି ମହିଳା ନିଜ ପରିବାର ସଦସ୍ୟଙ୍କ ବିଷୟରେ ଚୁଗୁଲି କରିଥାନ୍ତି। ଛୋଟ ଛୋଟ କଥାରେ ମିଛ କହିଥାନ୍ତି। ଏଭଳି ମହିଳାଙ୍କୁ କେହି ବିଶ୍ୱାସ କରନ୍ତି ନାହିଁ। ଅନ୍ୟମାନଙ୍କ ନଜରରେ ସେମାନେ ସମ୍ମାନ ହରାଇଥାନ୍ତି। ଫଳରେ ସେମାନଙ୍କର ଖରାପ ସମୟ ଦେଇ ଗତି କରିଥାନ୍ତି।

ବଡ଼ମାନଙ୍କ ସମ୍ମାନ ନ କରିବା:
ଯେଉଁ ମହିଳା ନିଜଠାରୁ ବଡ଼ ଲୋକଙ୍କୁ ସମ୍ମାନ ଦିଅନ୍ତି ନାହିଁ, ତାଙ୍କ ସହ ଝଗଡ଼ା କରିଥାନ୍ତି, ସେଭଳି ମହିଳା ଘରର ସୁଖଶାନ୍ତି ପାଇଁ ବିପଦ। ଏଭଳି ମହିଳାଙ୍କୁ ଘରକୁ ଆଣି କୌଣସି ଲୋକ ସୁଖି ରହି ପାରିବେ ନାହିଁ।

କଥା କଥାରେ ଫୁଲେଇ ହେବା: ଫୁଲେଇ ହେବା ମହିଳାଙ୍କ ସ୍ବଭାବ। ହେଲେ କଥା କଥାରେ ନଖରା ଦେଖାଇବା ଠିକ ନୁହେଁ। ଏପରି କରିବା ଦ୍ୱାରା ଯେ କେହି ଖପ୍ପା ହୋଇପାରେ। ଏହାର କୁପରିଣାମ ପରବର୍ତ୍ତୀ ସମୟରେ ଭୋଗିବାକୁ ପଡେ।

ଲୋଭୀ: ଚାଣକ୍ୟଙ୍କ ମତରେ କିଛି ମହିଳା ବହୁତ ଲୋଭୀ ଥାନ୍ତି। ଏଣୁ ସେ ଧନ ପାଇଁ ସେ ଖରାପ କାମ କରିଥାନ୍ତି, ଆଗାମୀ ସମୟରେ ଅସୁବିଧାରେ ପକାଇଥାଏ। ଏଣୁ ଯଦି କୌଣସି ମହିଳାଙ୍କ ପାଖରେ ଏଭଳି ଖରାପ ଅଭ୍ୟାସ ଥାଏ ତାଙ୍କୁ ଏହାର କୁପରିଣାମ ଭୋଗିବାକୁ ପଡ଼ିଥାଏ।

ପୂଜା ପାଠ ନକରିବା: ଯେଉଁ ଘରର ମହିଳା ପୂଜାପାଠ କରନ୍ତି ନାହିଁ, ସେଠାରେ ନକରାତ୍ମକ  ଶକ୍ତି ବଢ଼ିଥାଏ। ଏହାଦ୍ୱାରା ଘରର ସୁଖଶାନ୍ତି ଚାଲିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତ ପରୀକ୍ଷା ସୂଚାଇବ କରୋନା ସଂକ୍ରମଣର ଭୟାବହତା

ନ୍ୟୁୟର୍କ,୨୨।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ...

ଲକ୍‌ଡାଉନ୍‌ରେ ବାହାରକୁ ଯାଉଥିଲେ…

କରୋନା ସଂକ୍ରମଣ ପାଇଁ ଏବେ ଗୃହିଣୀମାନେ ବହୁ ଭାବରେ ସତର୍କ । କାହିଁକି ନା ପରିବାର ସଦସ୍ୟଙ୍କୁ ସୁସ୍ଥ ରଖିବା ଦାୟିତ୍ୱ ଅନେକାଂଶରେ ସେମାନଙ୍କର। ତେଣୁ...

ଏହି ନାମଧାରୀ ଯୋଡି ହୁଅନ୍ତି ସର୍ବୋତ୍ତମ ଦମ୍ପତି: ଜାଣନ୍ତୁ କେଉଁ ନାମକ ଝିଅ ସହ ଆପଣଙ୍କର ହେବ ବିବାହ

ନାମର ପ୍ରଥମ ଅକ୍ଷର ଜଣେ ବ୍ୟକ୍ତିର ସ୍ବଭାବ ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। ତେଣୁ ଜଣେ ବ୍ୟକ୍ତିର ନାମ କେଉଁ ଅକ୍ଷରରୁ ଆରମ୍ଭ ହେଉଛି...

ବହୁ ଉପକାରୀ ଛେଳି କ୍ଷୀର, ଭଲ ହୋଇଥାଏ ଏସବୁ ରୋଗ

କ୍ଷୀର ସ୍ବାସ୍ଥ୍ୟ ପ୍ରତି ବହୁ ଉପକାରୀ। ଏଥିରେ କ୍ୟାଲସିୟମ, ପ୍ରୋଟିନ୍‌, ପଟାସିୟମ ଏବଂ ଭିଟାମିନ୍‌ ଡି ପ୍ରଚୁରମାତ୍ରାରେ ରହିଛି। ଅଧିକାଂଶ ଲୋକ ଗାଈ, ମଇଁଷି କ୍ଷୀର...

ଅଜବ ଆଇବ୍ରୋ ମେକ୍‌ଅପ୍‌

ଆଇବ୍ରୋ ବା ଭ୍ରୁଲତାର ମେକ୍‌ଅପ୍‌ ଚେହେରାର ଲୁକ୍‌ ବଦଳାଇ ଦିଏ। ତେଣୁ ଏହାକୁ ନେଇ ହୁଏ ଅନେକ ଏକ୍ସପେରିମେଣ୍ଟ। କିଛି ଆଇବ୍ରୋ ମେକ୍‌ଅପ୍‌ ବେଳେବେଳେ ଏତେ...

‘ପୁରସ୍କାର କ୍ଷଣିକ ଆନନ୍ଦ, ସାଧନା ଚିରନ୍ତନ’

କେନ୍ଦୁଝର ଜିଲା ଘସିପୁରା ବ୍ଲକର ଅତାସାହିରେ ୧୯୫୦ ଜୁନ୍‌ ୨୨ରେ ଜନ୍ମ ଗ୍ରହଣ କରିଥିଲେ ଶିଶୁ ସାହିତି୍ୟକ ଡ. ରାମଚନ୍ଦ୍ର ନାୟକ। ପଞ୍ଚମ ଶ୍ରେଣୀରେ ପଢିବାବେଳେ...

ଖାଇବା ସଙ୍ଗେ ସଙ୍ଗେ ପାଣି ପିଉଛନ୍ତି କି? ହୋଇପାରେ ଏହି ରୋଗ

ଖାଦ୍ୟ ଖାଇବା ସଙ୍ଗେ ସଙ୍ଗେ ଅଧିକାଂଶ ଲୋକଙ୍କ ପାଣି ପିଇବାର ଅଭ୍ୟାସ ରହିଥାଏ। ଆୟୁର୍ବେଦ ଡାକ୍ତରଙ୍କ ଅନୁସାରେ, ଖାଦ୍ୟ ଖାଇବା ପରେ ପାଣି ପିଇବା ଉଚିତ୍‌...

ପିଲା ଯାଉଥିଲେ ପଡ଼ିଶା ଘର…

ବନ୍ଧୁତା ହେଉ କି ଶତ୍ରୁତା ବୁଝନ୍ତି ନାହିଁ ପିଲା। ସେଥିପାଇଁ ସେମାନେ ପଡ଼ୋଶୀ ଘରକୁ ବି ନିଜର ଭାବନ୍ତି। ନିଶ୍ଚିତରେ ସେଠି ଖେଳନ୍ତି ଆଉ ବୁଲନ୍ତି।...

Advertisement
Archives

Model This Week