ଶୀତଦିନେ ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଏହି ୫ ଜିନିଷ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ ଖାଦ୍ୟପେୟରେ କଟକଣା ତ କେତେବେଳେ ଇନ୍‌ସୁଲିନ୍‌ ନେବାକୁ ପଡ଼ିଥାଏ। ତେବେ ଶୀତଦିନେ ଏପରି କିଛି ଜିନିଷ ମିଳିଥାଏ ଯାହାକୁ ମଧୁମେହ ରୋଗୀ ଖାଇବା ଜରୁରୀ। ଅନ୍ୟପକ୍ଷେ ଏହି ଜିନିଷ ମଧୁମେହକୁ ନିୟନ୍ତ୍ରଣ କରିଥାଏ। ତେବେ ଜାଣନ୍ତୁ ସେ ସବୁ ବିଷୟରେ…

 

ଗାଜର: ଶୀତଦିନେ ଗାଜର ଅଧିକ ପରିମାଣରେ ମିଳିଥାଏ। ଏହି ଦିନଗୁଡିକରେ ଗାଜର ଜୁସ୍‌ ଓ ଗାଜରରେ ପ୍ରସ୍ତୁତ ହାଲ୍‌ଓ୍ବା(ବିନା ଚିନି) ମଧୁମେହ ରୋଗୀ ଖାଇବା ଫଳରେ ଏହା ରକ୍ତରେ ସୁଗାର ମାତ୍ରା କମ୍‌ କରାଇଥାଏ।

ଡାଳଚିନି: ଏହା ପାଚନତନ୍ତ୍ରକୁ ଶକ୍ତ କରିବା ସହ ରକ୍ତରେ ଶର୍କରା ମାତ୍ରାକୁ ମଧ୍ୟ କମାଇଥାଏ।

ପିଜୁଳି: ପ୍ରାୟ ସବୁ ମାସରେ ଏହା ବଜାରରେ ମିଳୁଥିବା ବେଳେ ଲୋକେ ଏହାକୁ ଶୀତଦିନେ ଅଧିକ ଖାଇବାକୁ ପସନ୍ଦ କରିଥାନ୍ତି। ଏହା ମଧୁମେହ ନିୟନ୍ତ୍ରଣ କରିଥାଏ।

କମଳା: ଆମେରିକା ଡାଇବେଟିଜ୍‌ ଆସେସ୍‌ମେଣ୍ଟ ଅନୁଯାୟୀ ଲେମ୍ବୁ, କମଳା ଆଦି ଫଳ ଖାଇଲେ ରକ୍ତରେ ଶର୍କରା ପରିମାଣ କମ୍‌ ହୋଇଥାଏ। ଫଳରେ ମଧୁମେହ ନିୟନ୍ତ୍ରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

ଯାଉଥିଲେ ବିଧାୟକ, ହଠାତ୍‌ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri