କରିନାଙ୍କଠାରୁ ଆରମ୍ଭ କରି ରବିନା ଟଣ୍ଡନ-ହେମା; ଦ୍ୱିତୀୟ ସ୍ତ୍ରୀ ହୋଇ ବହୁତ ଖୁସିରେ ଅଛନ୍ତି ଏହି ୫ ଅଭିନେତ୍ରୀ

ବମ୍ବେ: ବଲିଉଡ୍‌ରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଦୁଇଥର ବିବାହ କରିଛନ୍ତି। ସେଥିରୁ କିଛି ଛାଡ଼ପତ୍ର ପାଇଥିବା ବ୍ୟକ୍ତିଙ୍କ ହାତ ଧରିଛନ୍ତି। ହେଲେ ସେମାନେ ସୁଖୀ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଯେପରିକି କରିନା କପୁର ଖାନ୍‌। କରିନା ସୈଫଙ୍କ ଦ୍ୱିତୀୟ ପତ୍ନୀ। ପୂର୍ବରୁ ସୈଫ ଅମୃତା ସିଂହଙ୍କୁ ବିବାହ କରିଥିଲେ।

ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ରାଜ କୁନ୍ଦ୍ରାଙ୍କୁ ବିବାହ କରିଛନ୍ତି। ହେଲେ ରାଜ ପୂର୍ବରୁ କବିତା ନାମକ ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ତାଙ୍କ ସହ ଛାଡ଼ପତ୍ର ହେବା ପରେ ସେ ଶିଳ୍ପାଙ୍କୁ ବିବାହ କରିଛନ୍ତି।

ଅକ୍ଷୟ କୁମାରଙ୍କ ସହ ବ୍ରେକ୍‌ଅପ୍‌ ହେବା ପରେ ରବିନା ଟଣ୍ଡନ ଅନିଲ ଥଡ଼ାନୀଙ୍କୁ ବିବାହ କରିଥିଲେ। ହେଲେ ପୂର୍ବରୁ ବିବାହିତ ଥିଲେ ଅନିଲ। ପରେ ରବିନା ତାଙ୍କର ଦ୍ୱିତୀୟ ସ୍ତ୍ରୀ ପାଲଟିଥିଲେ।

ଲାରା ଦତ୍ତା ମହେଶ ଭୂପତୀଙ୍କ ଦ୍ୱିତୀୟ ପତ୍ନୀ। ଭୂପତି ପୂର୍ବରୁ ଶ୍ୱେତା ଜୟଶଙ୍କରଙ୍କୁ ବିବାହ କରିଥିଲେ। ହେଲେ ପରେ ଉଭୟଙ୍କ ଛାଡ଼ପତ୍ର ହୋଇଯାଇଥିଲା।

ହେମା ମାଳିନୀ ଧର୍ମେନ୍ଦ୍ରଙ୍କ ଦ୍ୱିତୀୟ ପତ୍ନୀ। ଧର୍ମେନ୍ଦ୍ର ପ୍ରଥମ ସ୍ତ୍ରୀ ପ୍ରକାଶ କୌରଙ୍କୁ ଛାଡ଼ପତ୍ର ନଦେଇ ହେମାଙ୍କୁ ବିବାହ କରିନେଇଥିଲେ। ସନି ଦେଓଲ ଓ ବବି ଦେଓଲ ଧର୍ମେନ୍ଦ୍ରଙ୍କ ପ୍ରଥମ ସ୍ତ୍ରୀଙ୍କ ପୁଅ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଲେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି । ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri